ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ସରକାରୀ-ବେସରକାରୀ କାର୍ଯ୍ୟାଳୟ ସହ ସ୍କୁଲ କଲେଜ ମଧ୍ୟ ବନ୍ଦ

9/11/2022 at 8:00 AM

କଣ୍ଟାବାଞ୍ଜି ୦୯/୧୧: ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। କଣ୍ଟାବାଞ୍ଜି ଡାକ୍ତରଖାନା ଅବ୍ୟବସ୍ଥା ପ୍ରତିବାଦରେ ଦୁଇ ଦିନ ହେଲା କଣ୍ଟାବାଞ୍ଜି ଡାକ୍ତରଖାନା ସମ୍ମୁଖରେ ପ୍ରେସ କ୍ଳବ ଅନଶନରେ ବସିଛି ।

ଆଉ ୪୮ ଘଣ୍ଟାର ଅନଶନ ପରେ ପ୍ରେସ କ୍ଳବ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ବନ୍ଦ ଯୋଗୁଁ ଦୋକାନ ବଜାର ଖୋଲିନାହିଁ । ସରକାରୀ-ବେସରକାରୀ କାର୍ଯ୍ୟାଳୟ, ସ୍କୁଲ କଲେଜ ମଧ୍ୟ ବନ୍ଦ ରହିବ। ତେବେ ବସ୍ ଚଳାଚଳ ସ୍ୱାଭାବିକ ରହିବ ବୋଲି କୁହାଯାଇଛି ।

   Related Posts