୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ସରକାରୀ-ବେସରକାରୀ କାର୍ଯ୍ୟାଳୟ ସହ ସ୍କୁଲ କଲେଜ ମଧ୍ୟ ବନ୍ଦ

Published By : Prameya-News7 Bureau | November 09, 2022 IST

କଣ୍ଟାବାଞ୍ଜି ୦୯/୧୧: ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। କଣ୍ଟାବାଞ୍ଜି ଡାକ୍ତରଖାନା ଅବ୍ୟବସ୍ଥା ପ୍ରତିବାଦରେ ଦୁଇ ଦିନ ହେଲା କଣ୍ଟାବାଞ୍ଜି ଡାକ୍ତରଖାନା ସମ୍ମୁଖରେ ପ୍ରେସ କ୍ଳବ ଅନଶନରେ ବସିଛି ।

ଆଉ ୪୮ ଘଣ୍ଟାର ଅନଶନ ପରେ ପ୍ରେସ କ୍ଳବ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ବନ୍ଦ ଯୋଗୁଁ ଦୋକାନ ବଜାର ଖୋଲିନାହିଁ । ସରକାରୀ-ବେସରକାରୀ କାର୍ଯ୍ୟାଳୟ, ସ୍କୁଲ କଲେଜ ମଧ୍ୟ ବନ୍ଦ ରହିବ। ତେବେ ବସ୍ ଚଳାଚଳ ସ୍ୱାଭାବିକ ରହିବ ବୋଲି କୁହାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.