Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ

7/10/2022 at 10:31 AM

ମୋହନା ୦୭/୧୦: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ । ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ। ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ବଡପଦା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ସୂଚନାନୁଯାୟୀ, ଗତ ତିନିଦିନ ଧରି ବର୍ଷା ଜାରି ରହିଥିବା ଫଳରେ ବଡ଼ପଦା ଗ୍ରାମର ସନ୍ତୋଷ ପାଇକଙ୍କ ଘରର ଗୋଟିଏ କାନ୍ଥ ଭୁଶୁଡ଼ି ପଡ଼ିଛି। ରାତିରେ ସମସ୍ତେ ଶୋଇଥିବା ସମୟରେ ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ ସନ୍ତୋଷଙ୍କ ପରିବାର ଲୋକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଏହି ଘଟଣା ପରେ ସନ୍ତୋଷଙ୍କ ପଡୋଶୀ ଘର ଲୋକ ଭୟଭୀତ ଅବସ୍ଥାରେ ଅଛନ୍ତି।

   Related Posts