ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ, ରାଧାଦାମୋଦର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ୨୫।୧୦: ଶ୍ରୀମନ୍ଦିରରେ ବୁଧବାର ଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି । ଆଶ୍ବିନ ମାସ ଶୁକ୍ଳ ଏକାଦଶୀ ଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ମହାପ୍ରଭୁଙ୍କର ଏହି ନୀତି ଚାଲିବାକୁ ଥିବାବେଳେ ମାସେ ଧରି ମହାପ୍ରଭୁଙ୍କ ସ୍ବତନ୍ତ୍ର ବାଳଭୋଗ ସହ ରାଧାଦାମୋଦର ବେଶ କରାଯିବ । ତେବେ ମଙ୍ଗଳବାର ଦଶହରାରେ ମହାପ୍ରଭୁଙ୍କ ଅନେକ ଗୁଡ଼ିଏ ନୀତିକାନ୍ତି ଥିବାରୁ ରାତ୍ର ପହୁଡ଼ କରାଯାଇନଥିଲା । ତେଣୁ ବୁଧବାର ସକାଳ ୭ଟା ୧୫ ମିନିଟରେ ମଙ୍ଗଳ ଆଳତୀ … Continue reading ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ, ରାଧାଦାମୋଦର ବେଶରେ ଦର୍ଶନ ଦେଲେ ମହାପ୍ରଭୁ