oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନରେ ନିଆଁ

30/05/2018 at 5:22 AM

କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନରେ ନିଆଁ । ଟ୍ରେନର ଲଗେଜ ବଗିରେ ନିଆଁ ଲାଗିଛି । ହରିଚନ୍ଦନପୁର ଥାନା ଚିଲିକିଧରା ଷ୍ଟେସନ ନିକଟରେ ନିଆଁ ଲାଗିଯାଇଛି । ତେବେ କାହାର କୌଣସି କ୍ଷୟକ୍ଷତି ହୋଇନି । ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି । ଚିଲିକିଧରା ଷ୍ଟେସନରେ ଅଟକି ରହିଛି ଟ୍ରେନ୍ । ଲଗେଜ ବଗିକୁ ଅଲଗା କଲେ ରେଳ କର୍ତ୍ତୃପକ୍ଷ । କିଭଳି ଟ୍ରେନରେ ନିଆଁ ଲାଗିଲା ତାହା ଜଣାପଡିନି । ଘଟଣାସ୍ଥଳରେ ପହଞ୍ଚିଛି ଅଗ୍ନିଶମ ବିଭାଗ ।

Leave a Reply

   Related Posts