ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଗ୍ରାମସଭା ବେଳେ ଗୋଷ୍ଠୀ ସଂଘର୍ଷ; ସଭାପତିଙ୍କ ସହ ୩ ଗୁରୁତର

22/11/2022 at 6:16 PM

ଖଲ୍ଲିକୋଟ ୨୨/୧୧: ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅଧୀନ ବ୍ରାହ୍ମଣିଆପଲ୍ଲୀ ଗାଁରେ ଗୋଷ୍ଠୀ ସଂଘର୍ଷ। ଏଥିରେ ୩ ଜଣ ଗୁରୁତର ଆହତ ହୋଇଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଗାଁରେ ସଭା ହେଉଥିବା ବେଳେ କୌଣସି କାରଣକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଏହି ଗୋଷ୍ଠି ସଂଘର୍ଷରେ  ଗାଁର ସଭାପତିଙ୍କ  ସହିତ ଅନ୍ୟ ୨ ଜଣ ଆହତ ହୋଇଛନ୍ତି। ସଂଘର୍ଷ ବେଳେ ସଭାପତିଙ୍କୁ ଲୁହାଛଡ଼ରେ ଆକ୍ରମଣ କରାଯାଇଥିବା କୁହାଯାଇଛି। ସମସ୍ତ ଆହତଙ୍କୁ ଛତ୍ରପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଖବର ପାଇ ଛତ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts