scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ନିଜ ଦକ୍ଷତା ପାଇଁ ପ୍ରଶଂସିତ ହେବେ; ସାଙ୍ଗଠନିକ କାର୍ଯ୍ୟରେ ତତ୍ପରତା ଦେଖାଇ ପାରନ୍ତି

15/08/2022 at 7:54 PM

ମେଷ:~ ନିକଟତମ ବ୍ୟକ୍ତିମାନଙ୍କ ସାହାର୍ଯ୍ୟ ନ ପାଇଲେ ମଧ୍ୟ ଆପଣଙ୍କର କୋନସି କାମ ଅଟକି ରହିବ ନାହିଁ । କଳହ ଠାରୁ ଦୁରେଇ ରହିବାକୁ ପଡିବ । ଶାରିରୀକ ପୀଡା ଅନୁଭବ କରିପାରନ୍ତି । କାର୍ଯ୍ୟ ବିଳମ୍ବିତ ହୋଇପାରେ । କେବଳ ଭାଗ ବ୍ୟବସାୟରେ ଲାଭବାନ ହେବେ।

ଶୁଭ ରଙ୍ଗ କ୍ରୀମ୍, ଶୁଭ ଅଙ୍କ ୫

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ସୁଖଭାରା ଦିନଟି।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ବୃଷ:~ ଆକସ୍ମିକ ଭାବରେ ଯୋଜନା ନ ଥାଇ ଦୁରସ୍ଥାନକୁ ଯାତ୍ରା କରିବାକୁ ପଡିପାର। ନିର୍ଭୀକ ଭାବେ କାର୍ଯ୍ୟ କରିପାରନ୍ତି। ବନ୍ଧୁ ମିଳନର ସୁଯୋଗ ସୃଷ୍ଟି ହୋଇଛି। ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୮

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ:~ କର୍ମକ୍ଷେତ୍ରରେ ନିଜ ଦକ୍ଷତାରୁ ପ୍ରଶଂସିତ ହେବେ । ଧନ ଲାଭର ଅପୂର୍ବ ସୁଯୋଗ ଅଛି । ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି ।

ଶୁଭ ରଙ୍ଗ ମେରୁନ୍‌, ଶୁଭ ଅଙ୍କ ୪

ଗୃହିଣୀ- ସୁଖ ଅନୁଭବ କରିବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

କର୍କଟ:~ ଅନାବଶ୍ୟକ ଖର୍ଚ୍ଚ ବଢିବା ସାଙ୍ଗକୁ ମାନସିକ ସନ୍ତୁଳନ ହରାଇବେ। ଲୋଭଗ୍ରସ୍ତ ହୋଇପାରନ୍ତି । ସାଙ୍ଗଠନିକ କାର୍ଯ୍ୟ ପାଇଁ ତତ୍ପରତା ପ୍ରକାଶ କରିବେ। କାର୍ଯ୍ୟର ବୈଶିଷ୍ଟ୍ୟ ଆପଣଙ୍କୁ ମହାନ୍ କରି ଗଢି ତୋଳିବ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୨

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

ସିଂହ:~ କୌଣସି ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ତୀବ୍ର ହେବ। ପାରିବାରିକ ଅଶାନ୍ତି ଦେଖାଦେଇ ପାରେ। ଧୈର୍ଯର ସହ ମୁକାବିଲା କରିବାକୁ ପଡିବ। କୃଷିକ୍ଷେତ୍ର ଉପରେ ଗୁରୁତ୍ୱ ଦେଇପାରନ୍ତି।

ଶୁଭ ରଙ୍ଗ କଫି, ଶୁଭ ଅଙ୍କ ୨

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- ପ୍ରମୋସନ୍ ମିଳିବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

କନ୍ୟା:~ ପ୍ରତ୍ୟୁଷ ଯାତ୍ରା ସମୟରେ କେତେକ ଭୁଲ୍‌ କରିପାରନ୍ତି। ବିଭିନ୍ନ ଦିଗରୁ ଲାଭବାନ ହୋଇପାରନ୍ତି। ସାଙ୍ଗଠନିକ କାର୍ଯ୍ୟ ପାଇଁ ତତ୍ପରତା ପ୍ରକାଶ କରିବେ। କାର୍ଯ୍ୟର ବୈଶଷ୍ଟ୍ୟ ମହାନ୍ କରି ଗଢି ତୋଳିବେ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୫

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ବିଛା:~ ବ୍ୟବସାୟ, ବାଣିଜ୍ୟ, ପରିବହନ ପ୍ରଭୃତିରେ ସମସ୍ୟା ଆଶିଂକ ସମାଧାନ ହୋଇପାରିବ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଆୟ ବୃଦ୍ଧିର ସୁଯୋଗ ଜୁଟିଛି। ବନ୍ଧୁଙ୍କ ସହାୟତାରୁ ଲାଭବାନ ହେବେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୮

ଗୃହିଣୀ- ଧାର୍ମିକ ହେବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ଧନୁ:~ ପାରିପାଶ୍ୱିର୍କ ପରିସ୍ଥିତି ଓଲଟା ରହିବା ହେତୁ ଯାହା ଭାବିବେ ତାହା କରିପାରିବେ ନାହିଁ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ସାମୟିକ ଭାବେ କିଛି ସମୟ ପାଇଁ ଅଟକି ଯାଇପାରନ୍ତି । ପରିଶ୍ରମ ବୃଥା ହୋଇପାରେ । ମଧୁରଭାଷୀ ହେବେ।

ଶୁଭ ରଙ୍ଗ:~ ଗ୍ରୀନ୍,  ଶୁଭ ଅଙ୍କ:~ ୨

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

ମକର:~ ପରିସ୍ଥିତିବଶତଃ ବିଭିନ୍ନ ସମସ୍ୟା ରହିବ। ଆବଶ୍ୟକତା ପୂରନ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ। ନୂତନ କର୍ମ ପାଇ ନିଯୁକ୍ତି ମିଳିପାରେ । ଆୟ ଆଶାନୁରୂପ ହୋଇପାରେ । ସରକାରୀସ୍ତରରୁ ଲାଭ ଉଠାଇ ପାରନ୍ତି । ଲୋକ ପ୍ରିୟତା ବୃଦ୍ଧି ହେବ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~  ୬

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

କୁମ୍ଭ:~ ବ୍ୟବସାୟିକ କ୍ଷେତ୍ର, ମାଙ୍ଗଳିକ କାମ, ଆଲୋଚନା ସଭା, ପ୍ରଶାସନ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ। ଶ୍ରମର ମୂଲ୍ୟାଙ୍କନ ହେବ। ସର୍ବାଙ୍ଗୀନ ଉନ୍ନତ ହେବାର ସୂଚନା ମିଳୁଛି । ବିଭାଗୀୟ ସ୍ତରରେ ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତ।

ଶୁଭ ରଙ୍ଗ:~ ହଳଦି, ଶୁଭ ଅଙ୍କ:~ ୬

ଗୃହିଣୀ- ପରକୁ ଆପଣାର କରିବେ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ମୀନ:~ ମାନସିକ ଅସ୍ଥିରତା ଅନୁଭବ କଲେ ମଧ୍ୟ କାମ ସାମାନ୍ୟ ବ୍ୟତିକ୍ରମ ଭିତରେ ସମ୍ପନ୍ନ ହେବ। ଏଣିକି ନିର୍ଭୟରେ କାର୍ଯ୍ୟ କରି ଚାଲିବେ। ଶ୍ରମ ବହୁଳ ହୋଇପାରେ । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି।

ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୧।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ଔଷଧ ଖାଆନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ସୁଖ ଅନୁଭବ କରିବେ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

   Related Posts