ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ନୂତନ ଯୋଜନା ଆରମ୍ଭ କରିବେ; ଆଶାନୁଯାୟୀ ଅର୍ଥ ପ୍ରାପ୍ତି ହେବ

10/10/2022 at 9:06 PM

ମେଷ:~ କର୍ମକ୍ଷେତ୍ର ରେ ସତର୍କ ରେ ନ ଚଳିଲେ ବିବାଦ ଭିତରକୁ ଟାଣିହୋଇଯିବେ। ଆଜି ଆକସ୍ମିକ ଭାବେ କୌଣସି ସମସ୍ୟା ଭିତରେଛନ୍ଦି ହୋଇଯିବାକୁ ପଡିପାରେ। କାଳେ କିଛି ଦେବାକୁପଡିବ,ଏହି ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୬

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

କର୍ମଜୀବ- ସୁ ସମ୍ବାଦ ପାଇବେ ।

ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- କର୍ମ ଲାଭଜନକ ହେବ ।

ବୃଷ:~ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତି କୁ ସୁଧାରି ନେବେ । କାମହାସଲ ପରିପ୍ରେକ୍ଷୀରେ ବନ୍ଧୁମାନଙ୍କ ସାହାର୍ଯ୍ୟ ଲାଭ କରି ଆଶ୍ୱସ୍ତି ଅନୁଭବକରିବେ । ହଠାତ୍ ଜଣେ ବନ୍ଧୁଙ୍କ ଠାରୁ ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ପରିସ୍ଥିତି ଯାହା ହେଉନା କାହିଁକି ଆପଣ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାକୁ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମିଥୁନ:~ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାରକାରଣ ହୋଇପାରେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିଥିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କୌଣସି ବିଶେଷ କାରଣର ତର୍ଜମା ସକାଶେ ବନ୍ଧୁ ଦ୍ୱାରକୁ ଗମନ କରିବେ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୫ ।

ଗୃହିଣୀ- ଧାର୍ମିକ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

କର୍କଟ:~ ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବାସକାଶେ ମନ ବଳାଇବେ । କର୍ମକ୍ଷେତ୍ରରେ କେତେକ ପ୍ରତିବେଶୀଙ୍କସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକଙ୍କଦ୍ୱାରା ସମାଲୋଚନାର ପାତ୍ର ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ:~ ଗୁରୁଜନଙ୍କ ପରାମର୍ଶ କ୍ରମେ କାମ କଲେ ସମସୟାର ସରଳ ସମାଧାନହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଚାପଗ୍ରସ୍ଥ କାରଣରୁ କେତେକବାକିଆ କାମ ପାଇଁ ଚିନ୍ତା ବଢିଯିବ । ସଚେତନତା ଅଭାବରୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । ଅଭାବ ଓ ଅସୁବିଧା ପ୍ରଭୃତିରେ ମନର ଅବେଗିକ କଥାକୁ ସହକର୍ମୀଟି ବୁଝିପାରିବ ନାହିଁ ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୨ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା:~ ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇ କାମକରିବାକୁ ବାଧ୍ୟ ହେବେ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସିଭୁଲ୍ କାମ କରିପାରନ୍ତି । ପରିସ୍ଥିତିବଶତଃ କଠିନ ପରିଶ୍ରମ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ବ୍ୟବସାୟିକ ସ୍ଥିତି, ହିତାକାଂକ୍ଷୀମାନଙ୍କ ପ୍ରେରଣାରେ ସତ୍ ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି ।

 ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୩

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତା ମିଳିବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ତୁଳା:~ ସାମାଜିକ ସ୍ତରରେ ସମ୍ମାନ ପାଇବେ କିନ୍ତୁ ଅନ୍ୟମାନେ ପରୋକ୍ଷରେବିରୁଦ୍ଧାଚରଣ କରିପାରନ୍ତି । ପରିବାରରେ ସୁଖ ଶାନ୍ତି ରାଜୁତିକରିବ । କାଳକ୍ଷେପଣ ନୀତି ୍େ‌ାଗୁ କର୍ମକ୍ଷେତ୍ରରେ କୌଣସି ସୁଯୋଗହରାଇ ବ୍ୟଥିତ ହୋଇପାରନ୍ତି । ପରିବାରରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୪

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ-ସତର୍କତାର ଦିନ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା– କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ ।ମାନସିକ ଅସନ୍ତୁଳନ ହେତୁ ବାରମ୍ବାର ମତ ବଦଳାଇବାକୁ ବାଧ୍ୟ ହେବେ ।ସଭାସମିତି କିମ୍ବା ଆଲୋଚନା ପରିସରରେ ସାହସିକତା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ଧନୁ – ଆନୁଷ୍ଠାନିକ କାମରେ ଅପ୍ରିୟ ସତକଥା କହି ବିରୋଧୀହୋଇପାରନ୍ତି । ପାରିବାରିକ ସମସ୍ୟା ହେତୁ ଭାବପ୍ରବଣତା ଯୋଗୁମନୋବଳ କ୍ରମଶଃ ହ୍ରାସ ପାଇବ । ବିଚାରବିହୀନ ଭାବରେ କର୍ମକ୍ଷେତ୍ରସ୍ଥ ସବୁ କଥା କୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୨ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର– ଆଦୌ ଭଲ ସମ୍ପର୍କ ନ ଥିବା କୋନସି ବ୍ୟକ୍ତି ସମସ୍ୟାକୁ ବଢାଇ ଦେଇପାରନ୍ତି। ଦୀର୍ଘ ଦିନରୁ ଅଟକି ରହିôତବା କାର୍ଯ୍ୟ ହଠାତ୍ ଆରମ୍ଭକରିବାକୁ ସ୍ଥିର କରିବେ। ସାମାଜିକ ସ୍ତରରେ ଅପ୍ରୀତିକରପରିସ୍ଥିତିଜନିତ ଘଟଣାର ଦିଗ ବଦଳି ଯାଇପାରେ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି।

ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ:~ ସମସ୍ୟା ଆସିଲେ ମଧ୍ୟ ପୂର୍ବ ଯୋଜନା ଅନୁଯାୟୀ କର୍ମକରିବାରେ ସମର୍ଥ ହେବେ। ଯେତେ ପ୍ରକାର ଉପାୟ ଅବଲମ୍ବନ କଲେ ମଧ୍ୟସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ ପାରିବାରକ ସମସ୍ୟା ସୁଧାରିବା କ୍ଷେତ୍ରରେ ପାଖ ପଡୋଶୀ ସହାନୁଭୂତି ପ୍ରଦର୍ଶନ କରିପାରନ୍ତି ।

 ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।

ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।

ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।

ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।

ମୀନ:~ ପୁରାତନ ରିଗର ପୀଡା ସାମୟିକ ମନକୁ ବିଷାଦିତ କରିବ ।ଦେଖି ଚାହିଁ କାମ ନ କଲେ ଜଟିଳତା ଭିତରେ ପ୍ରବେଶ କରିପାରନ୍ତି ।କଠିନ ଶ୍ରମ, ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ । ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଗ୍ରହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

   Related Posts