ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାୱଡ଼ା ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ: କୋଲକାତା ଫେରୁଥିବା ବେଳେ ଏସି କୋଚ୍‌ରେ ଲାଗିଲା ନିଆଁ
  • ||
  • ଆନନ୍ଦପୁର : ବାଇକକୁ ପଛପଟୁ ପିଟିଲା କାର୍‌, ଦୁଗ୍ଧ ବିକ୍ରି କରିବାକୁ ବାହାରିଥିଲେ ରବିନ୍ଦ୍ର
  • ||
  • ଓସ୍କାର ବିଜେତା ଗାୟିକା ଆଇରିନ କାରାଙ୍କ ଦେହାନ୍ତ, ୬୩ ବର୍ଷରେ ଦୁନିଆକୁ କହିଲେ ଅଲବିଦା
  • ||
  • IND vs NZ : ବର୍ଷାରେ ଧୋଇଗଲା ମ୍ୟାଚ୍, ୨ ଦିନିକିଆ ବାତିଲ
  • ||

ଦିନଟି ସୁଖମୟ ହେବ; ଆର୍ଥିକ ଲାଭ ପାଇବେ

2/10/2022 at 8:41 PM

ମେଷ:~ ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି, ସେଥିରେ ବିଳମ୍ବରେ ସଫଳତା ପାଇବେ ।କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଦିନଟି ସୁଖମୟ ହେବ ।ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ଠାରୁ ଆର୍ଥିକ ସହ ଯୋଗ ପାଇବେ । ପତ୍ନିଙ୍କର ସହ ଯୋଗ ମିଳିବ । ମହିଳାମାନଙ୍କ କ୍ଷେତ୍ରରେ ଆଜି ଆର୍ଥିକ ଲାଭର ଯୋଗ ରହିଛି ।

 ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୬

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ:~ ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ଯାତ୍ରାସମୟରେ ସତର୍କ ନ ହେଲେ ଠକାମି ରେ ପଡିପାରନ୍ତି। ଦିନଟି ମଙ୍ଗଳମୟ ହେବ। ମାନସିକଅସ୍ଥିରତା ଓ ପାରିବାରିକ ସମସ୍ୟା ଦୁର ହେବ। ଧର୍ମ ବିଶ୍ୱାସ ବଢିବ। ମହିଳାମାନେ ଅର୍ଥଚିନ୍ତା କରିବେ। ଛାତ୍ରଛାତ୍ରୀମାନେ ବିଦ୍ୟାକ୍ଷେତ୍ରରେ ସମ୍ମାନୀତ ହେବେ।

ଶୁଭ ରଙ୍ଗ:~  ଲାଲ୍, ଶୁଭ ଅଙ୍କ:~  ୩

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ :~  ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । କର୍ମ କ୍ଷେତ୍ରରେଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘର କଥା ବୁଝିବା ପାଇଁ ସମୟ ପାଇବେ ନାହିଁ ।ଦିନଟି ଆନନ୍ଦରେ କଟିବ । କର୍ମକ୍ଷେତ୍ରରେ ସତର୍କତା ସହ କାର୍ଯ୍ୟ କରି ସଫଳତା ପାଇବେ ।ଆକଷ୍ମିକ ବିପଦ ଟଳିଯିବ । ମାନସିକ ଶାନ୍ତି ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନ ଦେବେ ।

ଶୁଭ ରଙ୍ଗ:~  ମେରୁନ୍, ଶୁଭ ଅଙ୍କ:~  ୧

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ:~ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖା ଦେଇପାରେ। ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍ ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ଆପଣ କୌଣସିକ୍ଷେତ୍ରରେ ନିରାଶ ହେବେ ନାହିଁ ଏବଂ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରିବ। ଆଲୋଚନା ଅନୁଯାୟୀ କାମଗୁଡିକ ସବୁ ଠିକ୍ ଠାକ୍ ହୋଇଯିବ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~  ୭ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୁଖୀ ହେବେ ।

ସିଂହ:~  କର୍ମ କ୍ଷେତ୍ରରେ , ପରିବାରରେ, ଲେଖାପଢା ରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିସମାଲୋଚିତ ହେବେ । ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜରଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ । ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତି ସହ ପ୍ରତିଷ୍ଠା ମିଳିବ ।

ଶୁଭ ରଙ୍ଗ:~  ଧଳା, ଶୁଭ ଅଙ୍କ:~  ୨

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା:~  ଅର୍ଥ ସମ୍ପର୍କୀୟ ବିବାଦର ସମ୍ମୁଖୀନ ହୋଇପାରନ୍ତି । ଯାତ୍ରାରେ ଯାନ୍ତ୍ରିକ ତ୍ରୁଟିସାମୟିକ ଅସୁବିଧାରେ ପକାଇପାରେ । ଆଧ୍ୟାତ୍ମିକ କାମରୁ ଆଜିର ଦିନଟି ଆରମ୍ଭହେବ । ଆପନ ଟିକେ ଅଧିକ ପରିଶ୍ରମ ବି କରନ୍ତି । ଆଗକୁ ସରକାରୀ ସ୍ତରରେ ବିଶେଷଲାଭବାନ୍ ହେବେ ।

ଶୁଭ ରଙ୍ଗ:~  ଗ୍ରୀନ୍, ଶୁଭ ଅଙ୍କ:~  ୫

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା:~ ପ୍ରଶାସନିକ ସ୍ତରରେ ତତ୍ପରତା ବୃଦ୍ଧି ପାଇବ । କର୍ମ କ୍ଷେତ୍ର ରେ ଦୁଃସାହସିକ ପଦକ୍ଷେପ ନେଇସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କର ସହ ଯୋଗ ପାଇବେ । ନିଜର ମେଳାପୀସ୍ୱାଭାବ ଯୋଗୁ ଆଜି ଆପଣ ସମସ୍ତଙ୍କର ପ୍ରିୟ ରହିବେ। ଦିନଟି ଆପଣଙ୍କ ସହ ଖୁବ୍‌ ଶୁଭଙ୍କର ।

ଶୁଭ ରଙ୍ଗ:~  ପିଙ୍କ୍, ଶୁଭ ଅଙ୍କ:~  ୩

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା:~ ପରିବାରରେ ସନ୍ତାନ ହେତୁକ ପୀଡା ଅନୁଭବ କରିବେ । ବ୍ୟବସାୟୀଙ୍କ ମଧ୍ୟରେପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଆପଣ ବେଶ୍ ପ୍ରଶଂସିତ ହେବେ । ଗୁରୁଜନଓ ସାଧୁ ସନ୍ଥଙ୍କ ସେବା କରିବାର ସୁଯୋଗ ପାଇପାରନ୍ତି । ବ୍ୟବସାୟରେ ଲାଭ ହେବାର ଯୋଗ ଦେଖା ଯାଉଛି ।

ଶୁଭ ରଙ୍ଗ:~  କଫି, ଶୁଭ ଅଙ୍କ:~  ୧

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ଧନୁ:~ ଆଜି ଦିନଟିରେ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଆଜି ଆପଣଙ୍କଦିନଟି ଶୁଭପ୍ରଦ । ବ୍ୟବସାୟରେ କ୍ଷତି ଦେଖା ଦେବ । ଛାତ୍ରଛାତ୍ରୀମାନେ ସଫଳତା ପ୍ରାପ୍ତି କରିବେ । ମହିଳାମାନେ ଧର୍ମ ପରାୟଣା ହେବେ ।

ଶୁଭ ରଙ୍ଗ:~  ଗ୍ରୀନ୍, ଶୁଭ ଅଙ୍କ:~  ୪

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର:~ ବିଭିନ୍ନ କର୍ମବ୍ୟସ୍ତତା କାରଣରୁ ଦୁଶ୍ଚିନ୍ତା ବଢିବ । ରକ୍ତଚାପ ମଧ୍ୟ ବଢିପାରେ ।ଦିନଟି ସୌଭାଗ୍ୟପ୍ରଦ ହେବ । ଶାରିରୀକ ଅସୁସ୍ଥତା ଦୁର ହେବ । ମାନସିକ ଚିନ୍ତା ଦୁର ହେବ । ପତିପତ୍ନିଙ୍କ ମଧ୍ୟରେ ସହ ଯୋଗ ବୃଦ୍ଧି ପାଇବେ । ମହିଳାମାନେ ଚିନ୍ତାଶିଳ ହେବେ ।

ଶୁଭ ରଙ୍ଗ:~  ଲାଲ୍, ଶୁଭ ଅଙ୍କ:~  ୮

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ:~ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ହେବାର ସୂଚନା ରହିଛି । ଆମଦାନୀବାଣିଜ୍ୟରେ ଉନ୍ନତି କରିବେ । ଦିନଟି ମଙ୍ଗଳମୟ ହେବ । ମାନସିକ ଅସ୍ଥିରତା ଓପାରିବାରିକ ସମସ୍ୟା ଦୁର ହେବ । ଧର୍ମ ବିଶ୍ୱାସ ବଢିବ । ମହିଳାମାନେ ଅର୍ଥଚିନ୍ତା କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାକ୍ଷେତ୍ରରେ ସମ୍ମାନୀତ ହେବେ ।

ଶୁଭ ରଙ୍ଗ:~  ୟେଲୋ, ଶୁଭ ଅଙ୍କ:~  ୨

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

ମୀନ:~ କୌଣସି ବୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ । ଦିନଟି ଶୁଭରେକଟିବ । ୪ର୍ଥ ବୃହସ୍ପତି ଆପଣଙ୍କ ସନ୍ତାନ ତଥା ପରିବାରର ମଙ୍ଗଳ କରିବେ । ଧାର୍ମିକ ମନୋଭାବ ଉଦ୍ରେକ ହେବ । କାର୍ଯ୍ୟକ୍ଷେତ୍ରରେ ଆଶା ନୁରୂପ ସଫଳତା ମିଳିବ ।

ଶୁଭ ରଙ୍ଗ:~  ଗ୍ରୀନ୍, ଶୁଭ ଅଙ୍କ:~ ୬

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

   Related Posts