ନୂତନ ସ୍ଥାନକୁ ଭ୍ରମଣ ଯୋଗ ରହିଛି; ଅତୀତର କଥା ଖୁବ୍ ମନେ ପଡିବ

Published By : Prameya-News7 Bureau | September 30, 2022 IST

ମେଷ :~ ଯାନ ବାହନରେ ସତର୍କ ରହିବା ଭଲ । ଆନୁଷ୍ଠାନ୍ଖଳ କିମ୍ବା ଧର୍ମକାର୍ଯ୍ୟରେ ବ୍ୟୟ ବରାଦକରିପାରନ୍ତି। ନିକଟ ସମ୍ପର୍କୀୟଙ୍କୁ ବୁଲ୍ ପରାମର୍ଶ ଦେଇ ସମାଲୋଚିତ ହେବେ । କୌଣସିଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ କାମ ହାସଲ କରିବେ ।ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌-ବୁଦ୍ଧ ହୋଇପାରନ୍ତି ।

ଶୁଭ ରଙ୍ଗ:~  କଫି, ଶୁଭ ଅଙ୍କ ରାଶିଫଳ:~  ୨

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖୀ ହେବେ।

ବୃଷ:~  ସବୁ ଭଲ ଥିଲେ ମଧ୍ୟ ଅତୀତର କୌଣସି ଅଭୁଲା କଥା ମନକୁ ବାରମ୍ବାର ଆଲୋଡିତକରିପାରେ । ଆଜି ହିଁ ଶେହ କରିବାକୁ ଭାବୁଥିବା କାମଟି ପୁର୍ଣ୍ଣାଙ୍ଗ କରିବା କଷ୍ଟକରହୋଇପାରେ । ପ୍ରତ୍ୟେକ କଥାକୁ ସରଳ ଭାବରେ ଗ୍ରହଣ କରି ଜଟିଳତା ଭିତରକୁ ଟଣାହୋଇପାରନ୍ତି । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନର ମାର୍ଗ ସୁଗମ ହେବ।  

ଶୁଭ ରଙ୍ଗ:~  ଲାଲ୍, ଶୁଭ ଅଙ୍କ:~  ୪

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ:~ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବେ। ଅଫିସ୍ ରେମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ରାଜନୀତିରେ ଦୃଢପୃଷ୍ଟପୋଷକତା ଯୋଗୁ ଆଗେଇ ଯାଇପାରନ୍ତି। ପାରିବାରିକ ସ୍ଥିତି ମଧ୍ୟ ଆଜି ବିଶେଷ ଭଲ ରହି ନ ପାରେ ।

ଶୁଭ ରଙ୍ଗ:~  ଗ୍ରୀନ୍,  ଶୁଭ ଅଙ୍କ:~  ୯

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ :~ ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍ ରୋଗରେ ପୀଡାନୁଭବ ହୋଇପାରେ।ଆପଣଙ୍କ ବିଚାରଧାରା ଅଙ୍କାବଙ୍କା ରାସ୍ତା ଦେଇ ଗତି କରିପାରେ । ତଥାପି ସମସ୍ୟା ମଧ୍ୟରେପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପ୍ରଦାନ କରିପାରେ ।ଆତ୍ମୀୟ ସ୍ୱଜନଙ୍କ ସହାୟତାରେ ହାତକୁ ନେଇଥିବା କାର୍ଯ୍ୟ ସମ୍ପନ୍ନ ହେବାର ଆଶା ରଖିପାରନ୍ତି ।

ଶୁଭ ରଙ୍ଗ:~  ନାରଙ୍ଗୀ, ଶୁଭ ଅଙ୍କ:~  ୮

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ :~  ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜ ସୀମା ଭିତରେ ରହି କାମ କରିବା ଭଲ। ଆର୍ଥିକଅନଟନ ଓ ପାରିବାରିକ କ୍ଷେତ୍ରରେ ରହିଥିବା ବ୍ୟତିକ୍ରମରୁ ମାନସିକ ଶାନ୍ତି ବ୍ୟାହତ ହେବ। ରଜନୈତିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସରକାରୀସ୍ତରରେ ରହିଥିବା ସମସ୍ୟାର ସମାଧାନ କରିବା ଦିଗରେ ସଫଳତା ହାସଲ କରିବେ ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~  ୨

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା :~ ଅବଶ୍ୟ ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ ।ଆତ୍ମୀୟସ୍ୱଜନଙ୍କୁ ମନାଇବା ପାଇଁ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିପାରନ୍ତି ।ଆଇନ ଓ ଗଣତନ୍ତ୍ରର ଗ୍ରହ ପାଇଁ ଅଦାଲତରୁ ସୁଫଳ ପାଇବାରେ ଅସୁବିଧା ହେବ ନାହିଁ । କିନ୍ତୁ ଜମିଜମା କ୍ଷେତ୍ର ପାଇଁ ପ୍ରତିକୂଳତା ସୃଷ୍ଟିର ସମ୍ଭାବନା ରହିବ ।

ଶୁଭ ରଙ୍ଗ:~  ମେରୁନ୍, ଶୁଭ ଅଙ୍କ:~  ୪

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ତୁଳା:~ ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।ଭାରାକ୍ରାନ୍ତ ମନ ନେଇ କାମ କରିବେ କିନ୍ତୁ ବିଫଳତା ବଦଳରେ ସଫଳତାରୁ ବିସ୍ମୟାନ୍ୱିତହେବେ । ଅନ୍ତଦ୍ୱର୍ନ୍ଦ୍ୱ ଲାଗି ରହିବା କାରଣରୁ ନୀରବତାକୁ ପ୍ରାଥମିକତା ଦେଇପାରନ୍ତି । ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ମାନସିକ ଅସ୍ଥିରତା ଦୁର କରିବାରେ ସହାୟକ ହେବ ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା:~ ପାରିବାରିକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ ।ଆକସ୍ମିକ ଭାବେ କୌଣସି ବିବାଦୀୟ ପରିସ୍ଥିତିକୁ ସହସା ମୁକ୍ତି ମିଳିବାରୁଆଶ୍ଚର୍ଯ୍ୟାନ୍ୱିତ ହୋଇପାରନ୍ତି । ଅଭାବକୁ ପୁରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥଆଣିବା ପାଇଁ ଆଲୋଚନା କରିପାରନ୍ତି । ରାଜନୈତିକ, ସାହିତ୍ୟିକ ଓ କଳାକାରମାନଙ୍କସକାଶେ ଦିନଟି ଭଲ ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ଧନୁ :~ କର୍ମକ୍ଷେତ୍ରରେ ଦକ୍ଷତା ହେତୁ ପ୍ରଶଂସା ଓ ପୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ସ୍ଥଳକୁ ଯିବାରେଅସୁବିଧା ହେବ ନାହିଁ। ଆଳସ୍ୟ ଓ ଅବହେଳାରୁ କେତେକ କ୍ଷେତ୍ରରେ ଅନୁତାପ କରିବେ। ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ନେଇ କଳହ ଲାଗିପାରେ।

ଶୁଭ ରଙ୍ଗ:~  ପିଙ୍କ୍, ଶୁଭ ଅଙ୍କ:~  ୯

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର :~ ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନ୍‌ସନ୍ ଦୂର ହେବ ଏବଂ କଚେରି ମାମଲାରଶୁଣାଣି ବିଳମ୍ବରେ ଘଟିବ। ସାମୟିକ ଶାରୀରିକ ଅସୁସ୍ଥତା ହେତୁ ପ୍ରତ୍ୟେକ କାମରେପଛୁଆ ରହିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା କରିବା ସକାଶେ ମନ ବଳାଇପାରନ୍ତି। ପୂର୍ବରୁ ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାର ସାମର୍ଥ୍ୟ ଅର୍ଜନ କରିବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~  ୧

ଗୃହିଣୀ- ସୁଖ ଅନୁଭବ କରିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ :~ କଳା ସାହିତ୍ୟ ଓ ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଅର୍ଥିକ ଅନଟନକୁ ଦୂରେଇବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ। ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳାକରିପାରନ୍ତି।

ଶୁଭ ରଙ୍ଗ:~  ନୀଳ, ଶୁଭ ଅଙ୍କ:~  ୫

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ :~ କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ଆଜି ଭ୍ରାତୃ ସମ୍ପର୍କ ନିମ୍ନାଭିମୁଖୀ ହେବାର ଆଶଙ୍କା ରହିଛି । ମନର ଭାବକୁ ଗୋପନ ରଖି ବନ୍ଧୁଙ୍କ ସହ ଭାବ ବିନିମୟ କରିବାକୁ ମନସ୍ଥ କରିପାରନ୍ତି । କିନ୍ତୁ ପ୍ରତ୍ୟେକ ସ୍ତରରେ ସହ-ଯୋଗ ଭିତ୍ତିରେ କାମ ହକେ ଉପକାର ପାଇବେ ।

ଶୁଭ ରଙ୍ଗ:~  ବ୍ରାଉନ୍, ଶୁଭ ଅଙ୍କ:~  ୭

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ବ୍ୟବସାୟୀ- ବିଜୟୀ ହେବେ ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.