ବିଭିନ୍ନ ସମସ୍ୟା ପାଇଁ ଚିନ୍ତାଜନକ ସ୍ଥିତି ଉପୁଜିବ; ପ୍ରତିଯୋଗିତାରେ ସଫଳ ହେବେ

Published By : Prameya-News7 Bureau | August 28, 2022 IST

ମେଷ:~ ପେିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇଲେ ମଧ୍ୟଆବଶ୍ୟକତା ଅପୁରଣ ରହିବ ନାହିଁ। ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

ବୃଷ:~ ଉପରିସ୍ଥ ଆଦେଶାନୁସାରେ ଦୂର ଯାତ୍ରା କରିବାକୁ ପଡିପାରେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

ମିଥୁନ:~ ଆଜିର ଗ୍ରହସ୍ଥିତି ବହୁତ ଭଲ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ଅର୍ଥ ହାନୀ ହେବେ।

ବ୍ୟବସାୟୀ- ସଫଳତା ମିଳିବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

କର୍କଟ:~ ପ୍ରତ୍ୟୁଷ ଯାତ୍ରାରେ ସାମାନ୍ୟ ପ୍ରତିବନ୍ଧକ ଦେଖା ଦେଇପାରେ । କେତେକ ଅପ୍ରୀତିକର ପରିସ୍ଥିତି ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ସିଂହ:~ ଭାଇଙ୍କ ସମସ୍ୟାର ସମାଧାନ ପାଇଁ ଚିନ୍ତାଜନକ ସ୍ଥିତି ଉପୁଜିବ। ଆଗାମୀ ସମୟରେ ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି। ବହୁତ ଦିନ ପରେ ଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ।

ଶୁଭ ଅଙ୍କ:~ ପିଚ୍, ଶୁଭ ଅଙ୍କ:~

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

କନ୍ୟା:~ବ୍ୟବସାୟ କ୍ଷେତ୍ରରେ ଲାଭ କିଛି କମ୍ ନ ହେଲେ ମଧ୍ୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ବିଭିନ୍ନ ପ୍ରକାରର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୭

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ସହଯୋଗ ମିଳିବ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

ତୁଳା:~ ଶନିଙ୍କ କେନ୍ଦ୍ରାବସ୍ଥାନ ଯୋଗୁ ଆଜି ଆପଣଙ୍କ କୌଣସି କାମ ଅସାଧ୍ୟ ରହିବ ନାହିଁ । ବିଭିନ୍ନ ପ୍ରକାରର ଅସୁବିଧା ବିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।

କର୍ମଜୀବି- ଜଳଯାତ୍ରା ମନା।

ବ୍ୟବସାୟୀ- ମଧୁରଭାଷୀ ହେବେ।

ଗୃହିଣୀ- ଭାଗ୍ୟଶାଳୀ ହେବେ।

ବିଛା:~ ଛୋଟ ଛୋଟ ଘଟଣାକୁ କେନ୍ଦ୍ର କରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ। ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

ଧନୁ:~କର୍ମକ୍ଷେତ୍ରରେ କାର୍ଯ୍ୟଦକ୍ଷତା ଓ ସଚ୍ଚୋଟତା କାରଣରୁ ସମ୍ମାନର ସହ ପ୍ରତିଷ୍ଠିତ ହେବେ। ସାମାଜିକ ସ୍ତରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~

ଚାଷୀ- ପୋଖରୀ/ଗଡ଼ିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର:~ନିକଟରେ ରହୁଥିବା ବ୍ୟକ୍ତିମାନେ ଶତ୍ରୁତା ଆଚରଣ କରିପାରନ୍ତି। ଜଣେ ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପାଖ ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ମିତ୍ର ସୁଖ ପାଇବେ।

କୁମ୍ଭ :~ ଭାଗ୍ୟସ୍ଥାନରେ ବୁଧାଦିତ୍ୟ ଯୋଗ ଆପଣଙ୍କୁ ସାମଗ୍ରିକ ସୁଖ ସୁବିଧା ପ୍ରଦାନ କରିବ। ଆତ୍ମୀୟସ୍ୱଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ଧାର୍ମିକ ହେବେ।

ମୀନ:~ ଆକସ୍ମିକ ସମସ୍ୟା ଦେଖାଦେବା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହେବ । ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ସୁଖଭାରା ଦିନଟି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.