ଜମିଜମା ସମ୍ୱନ୍ଧୀୟ ସମସ୍ୟାର ସମାଧାନ ହେବ; ଅଚାନକ ଅର୍ଥ ପ୍ରାପ୍ତିର ସୁଯୋଗ ରହିଛି

Published By : Prameya-News7 Bureau | August 19, 2022 IST

ମେଷ – ଆତ୍ମୀୟମାନେ ସହ-ଯୋଗ କରିବାରୁ ତାଙ୍କ ପ୍ରଶଂସାରେ ଶତମୁଖ ହେବେ। ଆଜିର ସକାଳୁଆ ଯାତ୍ରା ଫଳପ୍ରଦ ହେବ। କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ। ସୁଖ-ସମ୍ମାନ ଲାଭ କରିବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।

ଶୁଭ ରଙ୍ଗ ଲାଲ୍‌, ଶୁଭ ଅଙ୍କ ୮

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ

ଛାତ୍ରଛାତ୍ରୀ- ବିଜ୍ଞ ହେବେ

କର୍ମଜୀବି- ଅର୍ଥ ହାନୀ ହେବ

ବ୍ୟବସାୟୀ- ଅର୍ଥ ହାନୀ ହେବ

ଗୃହିଣୀ- ସୁଖଭରା ଦିନଟିଏ

ବୃଷ – ପାରିବାରିକ କ୍ଷେତ୍ରରେ ଅର୍ଥ ସଂକଟ ଲାଗି ରହିବାର ଆଶଙ୍କା ରହିଛି । ଦୀର୍ଘ ଦିନରୁ ଲାଗି ରହିଥିବା ରୋଗ, ଋଣ ଯୋଗୁ ବ୍ୟସ୍ତ ରହିପାରନ୍ତି । ପାରିବାର ସୁଖ ପ୍ରାପ୍ତ କରିବେ । ବ୍ୟବସାୟ ଲାଭଜନକ ହେବ ନାହିଁ । ବୃତ୍ତିଗତ ସମସ୍ୟା ଦେଖା ଦେଇ ପାରେ ।

ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପରକୁ ଆପଣାର କରିବେ ।

ମିଥୁନ - ବିବାଦୀୟ ଘଟଣା, ଜମିଜମା କଳହରେ ତଥା ମାଲିମୋକଦ୍ଦମା ସମାଧାନ ହୋଇଯିବ। ବନ୍ଧୁ ମିଳନର ସୁଯୋଗ ଅଛି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କାର୍ଯ୍ୟରେ ସଫଳତା ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ ।

ଶୁଭ ରଙ୍ଗ ବ୍ରାଉନ୍‌, ଶୁଭ ଅଙ୍କ ୭

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବନ୍ଧୁଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ପାଇ ଖୁସି ହେବେ । ପରୋପକାରୀ ହେବେ । ଧର୍ମ ଭାବନାରୁ ଶାନ୍ତି ମିଳିବ । ଶତ୍ରୁ ନାଶ କରିବାରେ ସିଦ୍ଧହସ୍ତ ହେବେ ।

ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ – ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପାରିବାରିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ସମ୍ପର୍କୀୟ ଜଣେ ପଡୋଶୀ ସାହାର୍ଯ୍ୟର ପ୍ରତିୁଶ୍ରୁତି ଦେବେ । ସେବାରେ ନିୟୋଜିତ ହୋଇପାରନ୍ତି । ପୂଜା ପଦ୍ଧତିରେ ସମୟ ଦେବେ । ପରାମର୍ଶଦାତା ହେବେ। ଧର୍ମ କ୍ରିୟାରତ ହେବେ ।

ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୩ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – କ୍ରୀଡା, କଳା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ । କୌଣସି ପଦସ୍ଥ ବ୍ୟକ୍ତିଙ୍କ ବଦାନ୍ୟତା ଦୁଃଖ ଲାଘବରେ ସହାୟକ ହେବ। ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ଉନ୍ନତି ପଥରେ ଆଗକୁ ବଢି ପାରନ୍ତି । ଚିତ୍ରା ଓ ବିଶାଖା ନକ୍ଷତ୍ର ଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭ ।

ଶୁଭ ରଙ୍ଗ ଗାଢ ଗ୍ରୀନ୍, ଶୁଭ ଅଙ୍କ ୩ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା – ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି । କୌଣସି ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ସବଳ ଗୁଣଯୁ୍‌କ୍ତ ସୁଖୀ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହେବେ । ବିବାଦୀୟ ଘଟଣାରେ ବିଜୟୀ ହେବେ ।

ଶୁଭ ରଙ୍ଗ ଧଳା , ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା – ଅଫିସ୍ କାମରେ ଅନ୍ୟମନସ୍ମତା କାରଣରୁ କେତେକ ଭୁଲ୍ କରିପାରନ୍ତି । ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । କୃଷିକ୍ଷେତ୍ର ଉପରେ ଧ୍ୟାନ ଦେବେ । ଯାନବାହନ ସୁଖ ମିଳିପାରେ ।

ଶୁଭ ରଙ୍ଗ କଫି, ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ଧନୁ – ଅବସାଦ ବୃଦ୍ଧି ପାଇବା ହେତୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ପୁନଶ୍ଚ ଏହା ସାଙ୍ଗଙ୍କୁ ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ । ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚ ପରିମାଣ ଆୟ ଠାରୁ ଅଧିକ ହେବ

ଶୁଭ ରଙ୍ଗ ପିଚ୍, ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ଅଫିସ୍ ର କୌଣସି ସଙ୍କଟଜନକ ସ୍ଥିତି ଅପରାହ୍ନରେ ସମାଧାନ ହୋଇଯିବ । ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି ଓ ରାଜନୈତିକ କ୍ଷେତ୍ରରୁ ସୁଫଳ ପାଇବେ । ଦେବଦ୍ୱିଜ ଭକ୍ତ ହେବେ । ମନୋଜ୍ଞ ହେବେ । ସକଳ ଶାସ୍ତ୍ରଜ୍ଞତା, ବ୍ରତକର୍ତ୍ତା ହେବେ।

ଶୁଭ ରଙ୍ଗ ଗାଢ ଲାଲ୍, ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ - ସ୍ୱାସ୍ଥ୍ୟ ସମସ୍ୟା କ୍ରମଶଃ ଦୂରେଇଯିବ ଓ ଆରୋଗ୍ୟ ଲାଭ କରିବେ । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି । ଆୟ ଯଥେଷ୍ଟ ପରିମାଣର ହେବ । ସଙ୍ଗୀତ ପ୍ରିୟ ହେବେ । ଉପଯୁକ୍ତ କର୍ମାନୁରକ୍ତ ହେବେ ।

ଶୁଭ ରଙ୍ଗ କ୍ରୀମ୍, ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ - ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶିଳ୍ପ, ବାଣିଜ୍ୟ, ପ୍ରଶାସନିକ ଓ ରାଜନୈତିକ କ୍ଷେତ୍ର ସମସ୍ୟା ବହୁଳ ରହିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ ।

ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.