ସୁଖ ଭ୍ରମଣ ଯୋଗ ରହିଛି; ସମସ୍ୟାର ସମାଧାନ ହେବ

Published By : Prameya-News7 Bureau | October 19, 2022 IST

ମେଷ – ବିଳାସ ଉପକରଣ କ୍ରୟକରିବା ସକାଶେ ଘରୁ ବରାଦପାଇପାରନ୍ତି। ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।

ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୮ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ପରୋକ୍ଷ ଶତ୍ରୁତା ଯୋଗୁ କର୍ମକ୍ଷେତ୍ର ବିବାଦୀୟ ହୋଇଉଠିବା ଆଶଙ୍କା ରହିଛି । ଆସନ୍ତାକାଲିର ଆନୁଷ୍ଠାନିକକାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ ।କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।

ଶୁଭ ରଙ୍ଗ ପିଙ୍କ୍, ଶୁଭ ଅଙ୍କ ୨ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ - ଆଜି ଯାହା କିଛି କିବେ ସେଥିରେ ସାମାନ୍ୟବ୍ୟତିକ୍ରମ ଦେଖା ଦେଇପାରେ । ପରିସ୍ଥିତିକୁ ଆଖିଆଗରେରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ ।ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି ।

ଶୁଭ ରଙ୍ଗ ୟେଲୋ, ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ପୂର୍ବ ଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲହେବ । ମୁହଁ ଖୋଲିଲେ ପାଖ ପଡୋଶୀଙ୍କ ସାହାର୍ଯ୍ୟ ସହ-ଯୋଗରଅଭାବ ରହିବ ନାହିଁ । କେତେକ ଅପ୍ରୀତିକର ପରିସ୍ଥିତି ସାମନାକରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ ।

ଶୁଭ ରଙ୍ଗ ଗ୍ରୀନ୍,  ଶୁଭ ଅଙ୍କ ୯ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ଆଗାମୀ ସମୟରେ ପରିସ୍ଥିତି ବିଷୟକୁନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ ।

ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

କନ୍ୟା – ମନୋବଳ ବୃଦ୍ଧି ପାଇବା କାରଣରୁ କର୍ମକ୍ଷେତ୍ରରେଅଗ୍ରଗାମୀ ହେବେ। ବିଭିନ୍ନ ପ୍ରକାରର କାରଣକୁ ନେଇମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୭ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ପରିବାର ଭିତରେ ବସନ ଭୂଷଣ ପ୍ରଭୃତି କ୍ରୟ କରିବାନେଇ ସମସ୍ୟା ଦେଖା ଦେଇପାରେ । ବିଭିନ୍ନ ପ୍ରକାରର ଅସୁବିଧା

ବିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ ।

ଶୁଭ ରଙ୍ଗ ପିଚ୍, ଶୁଭ ଅଙ୍କ ୧

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା – ବନ୍ଧୁଙ୍କ ସହ ପାରସ୍ପରିକ ଅସହଯୋଗ କେତେକ ସାଧାରଣସମସ୍ୟା ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରର କୌଣସି ଅତୀତଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ ।

ଶୁଭ ରଙ୍ଗ କ୍ରୀମ୍, ଶୁଭ ଅଙ୍କ ୭ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ସାମନ୍ୟ ବିଳମ୍ବ ହେଲେ ମଧ୍ୟ ହାତକୁ ନେଇଥିବା କାମ ଅଟକିରହିବ ନାହିଁ । ସାମାଜିକ ସ୍ତରର ପ୍ରତିଯୋଗିତାରେ ସଫଳତାଯୋଗୁ ମନ ଖୁସି ରହିବ । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୫ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – କର୍ମକ୍ଷେତ୍ରରେ କେତେକ ଫାଇଲ୍ କାମ ସକାଶେଅସୁବିଧାରେ ପଡି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଜଣେ ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି ।

ଶୁଭ ରଙ୍ଗ ପିଙ୍କ୍,  ଶୁଭ ଅଙ୍କ ୨

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ - ଆନୁଷ୍ଠାନିକ କିମ୍ବା ସାମାଜିକ କାମରେ ଖଟଣିବଢିଯିବ । ଆତ୍ମୀୟସ୍ୱଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ ।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୬ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

ମୀନ - ବ୍ୟବସାୟ, ପରିବହନ ଓ ଯାତ୍ରା ରେ ସୁଫଳ ପାଇବା ଆଶାରହିଛି । ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ

ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତଦିଅନ୍ତୁ ନାହିଁ । ।

ଶୁଭ ରଙ୍ଗ ଧଳା,  ଶୁଭ ଅଙ୍କ ୩

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.