ଦୁଃଖ ଲାଘବ ହେବ; ନିରୋଗ ରହିବେ

Published By : Prameya-News7 Bureau | October 31, 2022 IST

ମେଷ- ପରିଜନ ସହ ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତହେବ। ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆଜି କୌଣସି ବିବାଦୀୟ କଥାରେ  ମୁଣ୍ଡ ନ ପୂରାଇବା ଭଲ, ଯାହାକି ଅନର୍ଥର କାରଣ ହୋଇପାରେ।

ଶୂଭ ରଙ୍ଗ ଧଳା, ଶୁଭ ଅଙ୍କ ୬

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ବୃଷ- ସାମାଜିକ ସ୍ତରରେ ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍ ହେବ ନାହିଁ । ପାରିବାରିକ ଓ କର୍ମକ୍ଷେତ୍ରରେ ଲକ୍ଷ୍ୟ ହାସଲରେଅସୁବିଧା ହେବ ନାହିଁ । ରାଜନୀତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱଦୂରେଇବାରେ ବିଳମ୍ବ ଘଟିପାରେ ।

ଶୂଭ ରଙ୍ଗ କ୍ରୀମ୍ ,ଶୁଭ ଅଙ୍କ ୪

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ସୁଖ ଅନୁଭବ କରିବେ।

ମିଥୁନ- ବନ୍ଧୁଙ୍କ ସାହାର୍ଯ୍ୟ ଲାଭ କରି ଆର୍ଥିକ ସମସ୍ୟା ସୁଧାରିନେବେ । ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ଭଲ ରହିବ ।ସମୟୋପଯୋଗୀ ପଦକ୍ଷେପ ନେଇ ଅନ୍ୟଙ୍କୁ ସନ୍ତୁଷ୍ଟ କରିପାରିବେ ।କୌଣସି ଅପୁରଣୀୟ ଅଭିଳାଷ ତଥା ସ୍ତ୍ରୀ ସ୍ୱାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିବ ।

ଶୂଭ ରଙ୍ଗ ୟେଲୋ, ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ- ସମୟ ଓ ପରିସ୍ଥିତିବଶତଃ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟସ୍ଥିତି ଲାଗି ରହିବ । ବିଭିନ୍ନ ସମସ୍ୟା ଦେଇ ଗତି କଲେ ମଧ୍ୟପଡୋଶୀଙ୍କ ସଗ-ଯୋଗର ଅଭାବ ରହିବ ନାହିଁ । କର୍ମକ୍ଷେତ୍ରରେନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ ।

ଶୂଭ ରଙ୍ଗ ପିଙ୍କ୍, ଶୁଭ ଅଙ୍କ ୧

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଚାପର ସମ୍ମୁଖୀନହୋଇପାରନ୍ତି । କୌଶଳପୂର୍ଣ୍ଣ କଥା କହି ପ୍ରତ୍ୟେକ କାର୍ଯ୍ୟକୁସଫଳତାର ସହ ସାଧନ କରିବେ । ନିଜ ଲୋକଟି ଶତ୍ରୁତା କରିବାକୁ ପଛାଇବ ନାହିଁ । ଭୁଲ୍ ବୁଝାମଣାରୁ ସ୍ତ୍ରୀ ସହ ମତପାର୍ଥକ୍ୟ, ପରୋକ୍ଷ ଶତ୍ରୁତା, ବ୍ୟବସାୟିକ ସମସ୍ୟା ଦେଖା ଦେବାର ସୂଚନା ମଧ୍ୟ ରହିଛି।

ଶୂଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୬

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖୀ ହେବେ ।

କନ୍ୟା- ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବ୍ୟସ୍ତତା ମଧ୍ୟ ବଢିଯିବ। ସକାଳୁ ଶୁଭ ଖବରମନକୁ ଆହ୍ଲାଦିତ କରିବ ଓ ଧର୍ମକାର୍ଯ୍ୟରେ ବ୍ୟୟ କିମ୍ବା ଦୂରଯାତ୍ରାର ମସୁଧା କରିବେ।

ଶୂଭ ରଙ୍ଗ ନୀଳ, ଶୁଭ ଅଙ୍କ ୮

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା- ରାଜନୀତି ଓ କ୍ରୀଡା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ଆଦସ୍ତଚ୍ଛ ହେବେ। ବ୍ୟୟ ଭାର ବୃଦ୍ଧି ପାଇଲେ ସୁଦ୍ଧା କେତେକଅଧାପନ୍ତରିଆ କାମକୁ ପୂର୍ଣ୍ଣାଙ୍ଗ କରିବାର ସୂଚନା ରହିଛି ।ସାମାଜିକ ସ୍ତରରେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି।

ଶୂଭ ରଙ୍ଗ କଫି, ଶୁଭ ଅଙ୍କ ୪

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା- ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେକାମଗୁଡିକ ନ ହୋଇପାରିବା କାରଣରୁ ବ୍ୟସ୍ତ ହେବେ । ଗତକାଲିର ଅଧୁରା କାମକୁ ଆଜି ସମ୍ପୂର୍ଣ୍ଣ କରିବାରେ ଲାଗିପଡିବେ ଏବଂ ଆଶା ମଧ୍ୟ ପୂରଣ ହୋଇଯିବ । ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି । ଆର୍ଥିକ ସମସ୍ୟା ପାରିବାରିକ ଆବଶ୍ୟକତାକୁ ଅଟକାଇ ଦେଇପାରେ ।

ଶୂଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୨

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ- ହଠାତ୍ କୌଣସି ହୃଦୟବାନ୍ ବ୍ୟକ୍ତିଙ୍କ ସହାୟତାରୁକାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲ ରହିବ । ବାରମ୍ବାର ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିବେ, ଯାହାକି ନୂତନ ସମସ୍ୟାକୁ ଜନ୍ମ ଦେଇପାରେ । ଆବଶ୍ୟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।

 ଶୂଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୯

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ମକର- ଅବଶ୍ୟ ପଡୋଶୀଙ୍କ ସହାୟତାରୁ ବକେୟା ଅର୍ଥ ଆଦାୟକରିବାରେ ସକ୍ଷମ ହେବେ । ଆର୍ଥିକ ଅଭିବୃଦ୍ଧି, ବିଶିଷ୍ଟ ବ୍ୟକ୍ତିଙ୍କସାନ୍ନିଧ୍ୟ, ସାମାଜିକ ସମ୍ମାନ ଦାନରେ ସହାୟକ ହେବ । କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ ଓ ପ୍ରିୟ ବନ୍ଧୂଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବ ।

ଶୂଭ ରଙ୍ଗ ନାରଙ୍ଗୀ,  ଶୁଭ ଅଙ୍କ ୫ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର,ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ- ଘରର ବରାଦ ଜିନିଷ ଭୁଲ୍ ବଶତଃ ଭୁଲି ଯିବେ ଓପରିବାରରେ ଏଥି ପାଇଁ ଝଗଡା ଲାଗିବ । ସମସ୍ୟା ମଧ୍ୟରେ ସମୟଅତିବାହିତ କରୁଥିଲେ ମଧ୍ୟ ମୁହଁ ଜୋର ଓ ଆତ୍ମବିଶ୍ୱାସବଳରେ ପରିସ୍ଥିତିକୁ ସାମ୍‌ନା କରିପାରିବେ । ଆଜି କର୍ମକ୍ଷେତ୍ରରୁ ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି ।

ଶୂଭ ରଙ୍ଗ ଧଳା, ଶୁଭ ଅଙ୍କ ୭

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ- କୌଣସି ନୂତନ ଯୋଜନା କରି ସଫଳ ହେବେ । ଆଜି ଯାହାକରନ୍ତୁନା କାହିଁକି ପ୍ରତ୍ୟେକ କାମକୁ ସାକାର କରିବାରେ ସମର୍ଥହେବେ । ସମସ୍ତ ସୁବିଧା ଥିଲେ ନିଜ ଲୋକଙ୍କୁ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।

ଶୂଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୩

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.