ମେଷ:~ ଏକ ଆଧ୍ୟାତ୍ମିକ ପରିବେଶରେ ସତ୍ ସଙ୍ଗୀଙ୍କ ସାନ୍ନିଧ୍ୟ ରେ ସମୟ କଟିବ। ଆୟଆଶାନୁରୂପ ହେବ। ବିଚାର ଓ ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ।ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି। ଶତ୍ରୁ ଉପରେ ବିଜୟ ହାସଲ କରିବେ।
ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~ ୧
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଗ୍ରହଣ କରିବେ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।
ବୃଷ:~ ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଧାର୍ମିକ ଚିନ୍ତାଧାରା ଲାଭପ୍ରଦ ହେବ। କର୍ତ୍ତର୍ବ୍ୟ ନିଷ୍ଠା ଆପଣଙ୍କୁ ମହାନ୍ କରି ଗଢିତୋଳିବ। କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ। ଯାନବାହନ ସୁଖ ମିଳିବ। ବିନୀତସ୍ୱଭାବର ହେବେ। ପତ୍ନୀଙ୍କ ସାହାର୍ଯ୍ୟ ପାଇବେ।
ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୪
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।
କର୍ମଜୀବି- ଜଳଯାତ୍ରା ମନା।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।
ମିଥୁନ:~ ପିଲାଙ୍କ ସଫଳତାରେ ଆନନ୍ଦିତ ହେବେ। ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି। ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ। ପାରିବାରିକ ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ। କର୍ମକ୍ଷେତ୍ରରେ ସଫଳତା ପାଇବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୭
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ।
କର୍ମଜୀବି- ପ୍ରଶଂସିତ ହେବେ।
ବ୍ୟବସାୟୀ- ଅର୍ଥ ହାନୀ ହେବ।
ଗୃହିଣୀ- ସୁଖଭାରା ଦିନଟି।
କର୍କଟ:~ ପାରିବାରିକ ସ୍ତରରେ ଭୁଲ୍ ବୁଝାମଣା ଜନିତ ମାନସିକ ଅଶାନ୍ତି ସୃଷ୍ଟି ହେବ। ସତର୍କତା ଆପଣଙ୍କ ପାଇଁ ସୁରକ୍ଷା କବଚ ହେବ। ତ୍ୟାଗପୁତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ବିବିଧ ଧନର ଅଧିକାରୀ ହୋଇପାରନ୍ତି। ନୀତିନିଷ୍ଠ, ଚପଳମନା ଓ ଅତିସୁଖୀ ହେବେ।
ଶୁଭ ରଙ୍ଗ:~ ଆକାଶୀ, ଶୁଭ ଅଙ୍କ:~ ୨
ଗୃହିଣୀ- ସୁଖ ଅନୁଭବ କରିବେ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।
କର୍ମଜୀବି- ପ୍ରମୋସନ୍ ମିଳିବ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।
ସିଂହ:~ ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିବାର ପ୍ରତିଶ୍ରୁତି ଦେଇ କିଛି କରିବେ ନାହିଁ। ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଶୁଭଙ୍କର ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସାହାଯ୍ୟ ପାଇ ଉପକୃତ ହେବେ। ସୁସ୍ଥ ଓ ନିରାମୟ ରହିବେ।
ଶୁଭ ରଙ୍ଗ:~ କଳା, ଶୁଭ ଅଙ୍କ:~ ୯
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।
ଗୃହିଣୀ- ଧାର୍ମିକ ହେବେ।
କନ୍ୟା:~ କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଖର୍ଚ୍ଚପରିମାଣ ବୃଦ୍ଧି ପାଇବାରୁ ଆର୍ଥିକ କଷ୍ଟ ଅନୁଭବ କରିପାରନ୍ତି। ହସଖୁସିରେ ସମୟବିତାଇବେ। ଗୋଷ୍ଠୀ, ନଗର କିମ୍ବା ଗ୍ରାମର ଅଧିପତି ହେବେ। ବଡ ଲୋକଙ୍କ କଥା ଶୁଣିଲେ ଠକାମିରେ ପଡିବେ ନାହିଁ।
ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୬
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ।
କର୍ମଜୀବି- କରତ୍କର୍ମା ହେବେ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।
ତୁଳା:~ ଶତ୍ରୁମାନେ ଚେଷ୍ଟା କରି ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ପଡୋଶୀଙ୍କ ପାଇଁ ଲାଭବାନ୍ ହୋଇପାରନ୍ତି। ଆୟ ପରିମାଣ ବୃଦ୍ଧି ପାଇବ। ଯଶସ୍ୱୀ ହେବେ। ଲୋକମାନଙ୍କର ବିଶ୍ୱାସ ଭାଜନ ହୋଇ କାର୍ଯ୍ୟ କରିବେ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୧
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।
କର୍ମଜୀବି- ସମ୍ମାନିତ ହେବେ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।
ବିଛା:~ କୁପ୍ରଭାବଜନିତ ଲ୍କ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ସୁଖ-ସନ୍ତୋଷ ମିଳିବ। ଶ୍ରମ ସାର୍ଥକ ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଅର୍ଥ ସଞ୍ଚୟ କରିପାରନ୍ତି। ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ସୁଖ-ସମ୍ଭୋଗ କରିପାରନ୍ତି। ଧନ ବ୍ୟୟ ହୋଇପାରେ।
ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୩
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।
ଧନୁ:~ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ମାତ୍ର ଡରିବାର କିଛି କାରଣ ନାହିଁ କହିଲେ ଚଳେ। କାର୍ଯ୍ୟରେ ସଫଳତା ମିଳିବ। ସମ୍ମାନିତ ହୋଇପାରନ୍ତି। ଅତ୍ୟଧିକ ପରିଶ୍ରମ ଯୋଗୁଁ ସାମୟିକ ବିଶ୍ରାମ ଗ୍ରହଣ କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ସମଗ୍ର ପରିବାର ସହିତ ନିଜେ ଖୁସି ମନେଇ ପାରନ୍ତି।
ଶୁଭ ରଙ୍ଗ:~ ଗାଢ ନୀଳ, ଶୁଭ ଅଙ୍କ:~ ୫
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।
କର୍ମଜୀବି- ପ୍ରଶଂସିତ ହେବେ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।
ମକର:~ ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ ବିଶେଷ ଭାବରେ ଉପକୃତ ହେବେ। ଦକ୍ଷତାରସଦୁପଯୋଗ କରିପାରନ୍ତି। ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେତୁ ପ୍ରତି ପଦପାତରେସତର୍କତା ଅବଲମ୍ବନ କରିବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।
ଶୁଭ ରଙ୍ଗ:~ ନାଲି, ଶୁଭ ଅଙ୍କ:~ ୬
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।
କୁମ୍ଭ:~ କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଆବଶ୍ୟକପଡୁଥିବାରୁ ଅର୍ଥ ବିନିଯୋଗ କରିପାରନ୍ତି। ବନ୍ଧୁ ସହ-ଯୋଗ ପାଇ କାର୍ଯ୍ୟରେ ଆଗକୁ ବଢି ପାରିବେ। କର୍ମକ୍ଷେତ୍ରରେ ପ୍ରଭୂତ ଉନ୍ନତି ଘଟାଇ ପାରନ୍ତି। ଆପଣଙ୍କ କର୍ମ ପ୍ରବଣତା ଶତ୍ରୁ ଓ ସମାଲୋଚକଙ୍କୁ ମୁହଁ ବନ୍ଧ କରିପାରେ।
ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~ ୪
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।
ଛାତ୍ରଛାତ୍ରୀ- ବିଦ୍ୟା ଗ୍ରହଣ କରିବେ।
କର୍ମଜୀବି- ଅର୍ଥ ହାନୀ ହେବ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।
ମୀନ:~ ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତି କୁ ଜଟିଳ ମନେ କରୁଛନ୍ତିବାସ୍ତବରେ ସେପରି କିଛି ହେବନି। ଦେବ ଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ । କାର୍ଯ୍ୟକ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବେ। ନୈତିକତା ବୃଦ୍ଧୀ ହେବ। ସର୍ବାଙ୍ଗୀନ ଉନ୍ନତି ଆଶାକରାଯାଏ। ନୀତିଯୁକ୍ତ ଓ ବିନୀତ ହୋଇପାରନ୍ତି।
ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୯
ଗୃହିଣୀ- ସୁଖ ଅନୁଭବ କରିବେ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।
କର୍ମଜୀବି- କରତ୍କର୍ମା ହେବେ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।