ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ; ବ୍ୟକ୍ତିତ୍ୱ ବିକାଶ ହେବ

Published By : Prameya-News7 Bureau | October 24, 2022 IST

ମେଷ– କେତେକ ଅନିଚ୍ଛାକୃତ କାରଣବଶତଃ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ବାରମ୍ବାରସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । ଶ୍ରୀ ଚନ୍ଦ୍ରଭୋଗ ହେଉଥିବାରୁ ଆୟ ପରିମାଣବୃଦ୍ଧି ପାଇବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି । ଧନ-ସମ୍ପଦ ଭରପୂର ରହିବ ।

ଶୁଭରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୮

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ଅସୁସ୍ଥ ଅନୁଭବ କରିବେ

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ– କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବାକୁ ପଡିବ । ପାରିବାରିକ ଆବଶ୍ୟକତାପୂରଣ ଲାଗି ଧାର ସୂତ୍ରରେଅର୍ଥ ଆଣିବେ । ନିଜ ସମ୍ମାନକୁ ଜଗିଚଳିବାକୁପଡିବ ।ଚଞ୍ଚଳସ୍ୱଭାବରହେବେ ।ଏକାନ୍ତପ୍ରିୟଏବଂନେତ୍ର ପୀଡା ଭୋଗ କରିପାରନ୍ତି ।ମିଷ୍ଟଭାଷୀହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି ।

ଶୁଭରଙ୍ଗ ଧଳା, ଶୁଭ ଅଙ୍କ ୧

ଗୃହିଣୀ- ସୁଖୀ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମିଥୁନ - ଅଣ୍ୟମାନେ ନିଜର ସୁବିଧା ଅନୁଯାୟୀ କାମ କରି ଆପଣଙ୍କ ପାଇଁ ସମସ୍ୟାଆଣିପାରନ୍ତି । ସୁନିୟନ୍ତ୍ରିତ କାର୍ଯ୍ୟ ଲାଗି କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷାପାଇବେ । ସୁସ୍ଥ ଓ ନିରାମୟଜୀବନଯାପନ କରିବେ । ଯଶସ୍ୱୀହେବେ ।ରୋଜଗାର ଆଶାନୁରୂପହେବ ।ଲୋକପ୍ରିୟତା ଅର୍ଜନ କରିପାରନ୍ତି ।

ଶୁଭ ରଙ୍ଗ ଗୋଲାପି, ଶୁଭ ଅଙ୍କ ୫

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମ ଦେବ । ଆତ୍ମୀୟମାନେ ବିରୁଦ୍ଧାଚରଣକରିପାରନ୍ତି । ଯାତ୍ରା ସ୍ଥଗିତ ରଖିବାକୁ ପଡିବ। ସୁଖ-ସମ୍ମାନ ଲାଭକରିପାରନ୍ତି । କୁଳଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବରହୋଇପାରନ୍ତି ।

ଶୁଭ ରଙ୍ଗ ଲାଇଟ୍ ନୀଳ,ଧଳା, ଶୁଭ ଅଙ୍କ ୯ ।

ଗୃହିଣୀ- ଧାର୍ମିକ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ସିଂହ – ସଭାସମିତି ରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ଆଶା ପୂରଣ ପାଇଁଅନୁକୂଳ ପରିବେଶ ସୃଷ୍ଟି ହେବାରେ ସମ୍ପର୍କୀୟଙ୍କ ଅବଦାନକୁ ଭୁଲିପାରିବେ ନାହିଁ । ସହାୟତାମିଳିବ । ସହଜ-ସୁଲଭ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେସମୟ ଅତିବାହିତକରିପାରନ୍ତି ।

ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – ରାଜନୈତିକସ୍ତରରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତହୋଇପାରନ୍ତି । ଆର୍ଥିକସ୍ଥିତିରେ ଢେର ଉନ୍ନତି ଘଟିବ, ମାତ୍ରସୁଖମିଳିବ । କଷ୍ଟସାଧ୍ୟହେବ । ସ୍ୱାଭିମାନୀ ହୋଇପାରନ୍ତି । ଥଣ୍ଡା,ସର୍ଦ୍ଦି,କଫଜନିତ ପୀଡାଭୋଗ କରିବାର ସମ୍ଭାବନାଅଛି ।

ଶୁଭ ରଙ୍ଗ ଲାଇଟ୍ ପିଙ୍କ୍, ଶୁଭ ଅଙ୍କ ୧ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ତୁଳା– ପରକଥାକୁ ପ୍ରାଧାନ୍ୟ ଦେଲେ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଆସିବ । ସ୍ୱାସ୍ଥ୍ୟହାନିକାରଣରୁ ବାରମ୍ବାର ଧାଁ ଦଉଡ କରିବାକୁ ପଡିପାରେ । ନିଜର ଅଧିକାର ପ୍ରତିସଚେତନହେବାକୁ ପଡିବ । ଆମୋଦ-ପ୍ରମୋଦରେ ନିଜକୁ ହଜାଇ ଦେଇପାରନ୍ତି । ବ୍ୟବସାୟ ଲାଭଜନକହେବ । ସମାଜ ସେବୀ ହୋଇପାରନ୍ତି ।

ଶୁଭ ରଙ୍ଗ କଳା, ଶୁଭ ଅଙ୍କ ୪ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା – କର୍ମକ୍ଷେତ୍ରରେ ସହକର୍ମୀ ଙ୍କ ସାହାର୍ଯ୍ୟ, ସହ ଯୋଗ ଓ ସଦିଚ୍ଛା ଲାଭ କରି ଖୁସି ରହିବେ ।ଗୃହକାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ । ମନରେ ଅହଂଭାବଜାତ ହୋଇପାରେ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ

ରଙ୍ଗ ଧଳା, ଶୁଭ ଅଙ୍କ ୯ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ଧନୁ – ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ମାଙ୍ଗଳିକ କାର୍ଯ୍ୟ ପାଇଁ ସମୟ ଦେଇ ପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି ।

ଶୁଭ ରଙ୍ଗ ହଳଦୀଆ,କଳା, ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର– ନିଜର କୌଣସି କାମ ହାସଲ ପାଇଁ ପର ଉପରେ ନିର୍ଭର କରି ଚିନ୍ତାଗ୍ରସ୍ତ ହେବେ ।ଚାକିରିକ୍ଷେତ୍ରରେ ଖୁସି ମନାଇ ପାରନ୍ତି। ବାଦ-ବିବାଦର ଅବସାନ ଘଟିବ। ଉଦାର ପ୍ରକୃତିରହେବେ । ଦାନ-ଧର୍ମକୁ ଶ୍ରେୟମଣି ପାରନ୍ତି। ବ୍ୟକ୍ତିତ୍ୱ ପ୍ରକାଶିତହେବ।

ଶୁଭ ରଙ୍ଗ ଗାଢା ଲାଇଟ ବାଇଗଣି,ଧଳା, ଶୁଭ ଅଙ୍କ ୬

ଗୃହିଣୀ- ସୁଖୀ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ - ପାରିବାରିକ ଜଞ୍ଜାଳ ବୃଦ୍ଧି ସାମୟିକ ବ୍ୟସ୍ତତାର କାରଣ ହୋଇପାରେ । ପାରିବାରିକଶାନ୍ତି ଅବ୍ୟାହତ ରହିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକପ୍ରବୃତ୍ତିର ହେବେ । ମଧୁରଭାଷା ବ୍ୟବହାର କରି ଅନ୍ୟ ଠାରୁ କାର୍ଯ୍ୟହାସଲ କରିବେ । ଭ୍ରାତୃସ୍ନେହୀ ହେବେ ।

ଶୁଭରଙ୍ଗଧଳା,  ଶୁଭ ଅଙ୍କ ୨

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ - ପରିବାରରେ ଭୁଲ୍ ବୁଝାମଣା ହେତୁ ଛୋଟ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟିହେବ । ଦେବ ଦର୍ଶନ କରିଶାନ୍ତ ଲାଭ କରିପାରନ୍ତି । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।

ଶୁଭରଙ୍ଗ ଆକାଶୀ, ଶୁଭ ଅଙ୍କ ୯ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.