ଦୁଃସାହସିକ ପଦକ୍ଷେପ ନେଇ ପାରନ୍ତି; ନିଷ୍ଠା ଆପଣଙ୍କୁ ମହାନ୍ କରି ଗଢ଼ି ତୋଳିବ

Published By : Prameya-News7 Bureau | August 29, 2022 IST

ମେଷ:~ ଅଧୈର୍ଯ୍ୟ ନହୋଇ ପରିସ୍ଥିତି ର ମୁକାବିଲା କରିପାରିଲେ ଉପକୃତ ହେବେ । ଆୟ ଆଶାନୁରୂପ ହେବ। ବିଚାର ଓ ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି। ଶତ୍ରୁ ଉପରେ ବିଜୟ ହାସଲ କରିବେ।

ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଗ୍ରହଣ କରିବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବୃଷ:~ ପୂର୍ବରାଗ ଶିଝାଇବାକୁ ଯାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଧାର୍ମିକ ଚିନ୍ତାଧାରା ଲାଭପ୍ରଦ ହେବ। କର୍ତ୍ତବ୍ୟ ନିଷ୍ଠା ଆପଣଙ୍କୁ ମହାନ୍ କରି ଗଢି ତୋଳିବ। କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ। ଯାନବାହନ ସୁଖ ମିଳିବ। ବିନୀତ ସ୍ୱଭାବର ହେବେ। ପତ୍ନୀଙ୍କ ସାହାର୍ଯ୍ୟ ପାଇବେ ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବି- ଜଳଯାତ୍ରା ମନା।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ମିଥୁନ:~ ଜମିଜମା ସମ୍ବନ୍ଧୀୟ ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି। ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ। ପାରିବାରିକ ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ। କର୍ମକ୍ଷେତ୍ରରେ ସଫଳତା ପାଇବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ଅର୍ଥ ହାନୀ ହେବେ।

ଗୃହିଣୀ- ସୁଖଭାରା ଦିନଟି।

କର୍କଟ:~ ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। ସତର୍କତା ଆପଣଙ୍କ ପାଇଁ ସୁରକ୍ଷା କବଚ ହେବ। ତ୍ୟାଗପୁତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ବିବିଧ ଧନର ଅଧିକାରୀ ହୋଇପାରନ୍ତି। ନୀତିନିଷ୍ଠ, ଚଞ୍ଚଳମନା ଓ ଅତିସୁଖୀ ହେବେ।

ଶୁଭ ରଙ୍ଗ:~ ଆକାଶୀ, ଶୁଭ ଅଙ୍କ:~

ଗୃହିଣୀ- ସୁଖ ଅନୁଭବ କରିବେ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବି- ପ୍ରମୋସନ୍ ମିଳିବ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ସିଂହ:~ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ। ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଶୁଭଙ୍କର ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସାହାର୍ଯ୍ୟ ପାଇ ଉପକୃତ ହେବେ। ସୁସ୍ଥ ଓ ନିରାମୟ ରହିବେ।

ଶୁଭ ରଙ୍ଗ:~ କଳା, ଶୁଭ ଅଙ୍କ:~

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ଧାର୍ମିକ ହେବେ।

କନ୍ୟା:~ ଆକସ୍ମିକ ଭାବରେ ପାଖକୁ ଆସିଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାରୁ ଆର୍ଥିକ କଷ୍ଟ ଅନୁଭବ କରିପାରନ୍ତି। ହସଖୁସିରେ ସମୟ ବିତାଇବେ। ଗୋଷ୍ଠୀ, ନଗର କିମ୍ବା ଗ୍ରାମର ଅଧିପତି ହେବେ। ବଡ ଲୋକଙ୍କ କଥା ସୁଣିଲେ ଠଳାମିରେ ପଡିବେ ନାହିଁ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

କର୍ମଜୀବି- କରତ୍‌କର୍ମା ହେବେ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ତୁଳା:~ ଗୃହ ସୀମା, ନିର୍ମାଣ, ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ। ପଡୋଶୀଙ୍କ ପାଇଁ ଲାଭବାନ୍ ହୋଇପାରନ୍ତି। ଆୟ ପରିମାଣ ବୃଦ୍ଧି ପାଇବ । ଯଶସ୍ୱୀ ହେବେ। ଲୋକମାନଙ୍କର ବିଶ୍ୱାସ ଭାଜନ ହୋଇ କାର୍ଯ୍ୟ କରିବେ । ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ବିଛା:~ ଅର୍ଥ ଓ ସମ୍ମାନରେ ଗୌରବାନ୍ୱିତ କରାଇବେ। ସୁଖ-ସନ୍ତୋଷ ମିଳିବ। ଶ୍ରମ ସାର୍ଥକ ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଅର୍ଥ ସଞ୍ଚୟ କରିପାରନ୍ତି। ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ସୁଖ-ସମ୍ଭୋଗ କରିପାରନ୍ତି । ଧନ ବ୍ୟୟ ହୋଇପାରେ ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ଧନୁ:~ ପାରିବାରିକ କ୍ଷେତ୍ର ବିବାଦବହୁଳ ହେବା କାରଣରୁ ମାନସିକ ସ୍ଥିରତା ରହି ନ ପାରେ। କାର୍ଯ୍ୟରେ ସଫଳତା ମିଳିବ। ସମ୍ମାନିତ ହୋଇପାରନ୍ତି। ଅତ୍ୟଧିକ ପରିଶ୍ରମ ଯୋଗୁଁ ସାମୟିକ ବିଶ୍ରାମ ଗ୍ରହଣ କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ସମଗ୍ର ପରିବାର ସହିତ ନିଜେ ଖୁସି ମନେଇ ପାରନ୍ତି।

ଶୁଭ ରଙ୍ଗ:~ ଗାଢ ନୀଳ, ଶୁଭ ଅଙ୍କ:~

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମକର:~ ପୁରାତନ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ। ଦକ୍ଷତାର ସଦୁପଯୋଗ କରିପାରନ୍ତି। ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେତୁ ପ୍ରତି ପଦପାତରେ ସତର୍କତା ଅବଲମ୍ବନ କରିବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ହାତେ ମାପି ଚାଖଣ୍ଡେ ଚାଲନ୍ତୁ।

ଶୁଭ ରଙ୍ଗ:~ ନାଲି,  ଶୁଭ ଅଙ୍କ:~

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

କୁମ୍ଭ:~ ପିଲାମାନଙ୍କ ପଢା ନେଇ ମନ ଭାରାକ୍ରାନ୍ତ ରହିବ। ଆବଶ୍ୟକ ପଡୁଥିବାରୁ ଅର୍ଥ ବିନିଯୋଗ କରିପାରନ୍ତି। ବନ୍ଧୁ ସହ-ଯୋଗ ପାଇ କାର୍ଯ୍ୟରେ ଆଗକୁ ବଢି ପାରିବେ। କର୍ମକ୍ଷେତ୍ରରେ ପ୍ରଭୂତ ଉନ୍ନତି ଘଟାଇ ପାରନ୍ତି। ଆପଣଙ୍କ କର୍ମ ପ୍ରବଣତା ଶତ୍ରୁ ଓ ସମାଲୋଚକଙ୍କୁ ମୁହଁ ବନ୍ଧ କରିପାରେ।

ଶୁଭ ରଙ୍ଗ:~ ସବୁଜ, ଶୁଭ ଅଙ୍କ:~

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଗ୍ରହଣ କରିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମୀନ:~ ଅଂଶୀଦାର ବ୍ୟବସାୟୀଙ୍କ ସହ ତର୍କ, ବିତର୍କ ହେତୁକ ମାନମନାନ୍ତର ଦେଖା ଦେଇପାରେ। ଦେବ ଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ। କାର୍ଯ୍ୟକ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବେ। ନୈତିକତା ବୃଦ୍ଧୀ ହେବ। ସର୍ବାଙ୍ଗୀନ ଉନ୍ନତି ଆଶାକରାଯାଏ। ନୀତିଯୁକ୍ତ ଓ ବିନୀତ ହୋଇପାରନ୍ତି।

ଶୁଭ ରଙ୍ଗ:~ ଧୂସର,  ଶୁଭ ଅଙ୍କ:~

ଗୃହିଣୀ- ସୁଖ ଅନୁଭବ କରିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

କର୍ମଜୀବି- କରତ୍‌କର୍ମା ହେବେ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.