Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ୍‌ଙ୍କ ଧମାକାରଦାର୍‌ ବ୍ୟାଟିଂ, ହାସଲ କଲେ ୪୪ ତମ ଶତକ
  • ||
  • ଇଷାନ୍‌ କିଷାନ୍‌ଙ୍କ ଜବରଦସ୍ତ ବ୍ୟାଟିଂ, ଦିନିକିଆ କ୍ରିକେଟ୍‌ରେ ହାସଲ କଲେ ପ୍ରଥମ ଦ୍ୱିଶତକ
  • ||
  • ଭୁବନେଶ୍ୱର: ଅର୍ଚ୍ଚନା ନାଗ ଗିରଫ ମାମଲା, କୋର୍ଟଙ୍କ ଅନୁମତି ପରେ ତଥ୍ୟ ଦେଲା ଖଣ୍ଡଗିରି ପୋଲିସ
  • ||
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ନୂଆ ପୋଷାକ ପିନ୍ଧିବେ; ଆର୍ଥିକ ଉନ୍ନତି ହେବ

15/11/2022 at 8:31 PM

ମେଷ:~ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡା ହୋଇପାରେ । ଆଜି ଲୋକସମ୍ପର୍କ ବୃଦ୍ଧି ପାଇବ କିନ୍ତୁ କେତେକ ଈର୍ଷାପରାୟଣ ବ୍ୟକ୍ତିଙ୍କ ସକାଶେ ଟେନସନ୍ ବଢିଯିବ ।

ଶୁଭ ରଙ୍ଗ କ୍ରୀମ୍, ଶୁଭ ଅଙ୍କ ୮

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

ବୃଷ:~ ଅର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ସକାଳୁଆ ଯାତ୍ରା ଶାନ୍ତିପ୍ରଦହେବ। ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ । ଅନିୟମିତ ଆହାର ଯୋଗୁସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ । ଆନୁଷ୍ଠାନିକ କାମ, କଳା, ସାହିତ୍ୟ, ସଭାସମିତି,ଲେଖାପଢା ଓ ଚୁକ୍ତିପତ୍ରରୁ ଶୁଭଫଳ ପାଇବେ ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୬

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ:~ ପାରିବାରିକ , ପରିବହନ, ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ ।ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ କୁଟନୀତି ପ୍ରୟୋଗକରି ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । କର୍ମକ୍ଷେତ୍ରରେ ସଫଳତା ହାସଲରେ କୌଣସି ଅସୁବିଧା ରହିବ ନାହିଁ ।

ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୧

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ:~ ନିଜ ଲୋକଙ୍କ ବେଖାତିର ମନୋଭାବ ମନରେ ଉତ୍ତେଜନା ଜନାମୂଳକ ସ୍ଥିତି ଉତ୍ପନ୍ନକରିବ । କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥହେବେ। ରୋଗ, ଋଣ ଓ ଶତ୍ରୁତା ଚିନ୍ତାର ମୁଖ୍ୟ କାରଣ ହୋଇପାରେ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ ଏବଂ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ ଆଧ୍ୟାତ୍ମିକ କାମରୁ ଆଜିର ଦିନଟି ଆରମ୍ଭ ହେବ ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୮

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୁଖୀ ହେବେ ।

ସିଂହ:~ ସ୍ୱାସ୍ଥ୍ୟ ବିଶେଷ ଭଲ ନ ଥିଲେ ମଧ୍ୟ ଗୁରୁତର ସମସ୍ୟା ରହିବ ନାହିଁ । ନିଜ ଲୋକ କେହିହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତହେବେ । ସାହିତ୍ୟ କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ । ଆଜି ଯାତ୍ରା ଓବାଣିଜ୍ୟ ସକାଶେ ଦିନଟି ବହୁତ ଭଲ ଏବଂ ବନ୍ଧୁ ମିଳନରୁ ଖୁସି ମଧ୍ୟ ରହିବେ । ଦିନଟି ଶୁଭରେ କଟିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୩

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା:~ ଆର୍ଥିକ ଅଭାବ ଓ ଅନଟନକୁ ଦୂରେଇବାରେ ବନ୍ଧୁ ସାହାର୍ଯ୍ୟ କରିବେ ।କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ ଧନ ଓ ସମ୍ମାନ ପାଇବେ । ବନ୍ଧୁମାନେ ନିଜର ଫାଇଦା ହାସଲ ପାଇଁଫନ୍ଦିଫିକର କରିବା ଲାଗି ମନ ବଳାଇବେ । ପୈତୃକ ସମ୍ପ�ିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାରସମ୍ଭାବନା ରହିଛି। ଦିନଟି ସୁଖ ଏବଂ ସୌଭାଗ୍ୟର ଦିନ । ଆର୍ଥିକ ସଫଳତା ରେ ବାଧା ହେବ । ଛାତ୍ରଚାତ୍ରୀମାନେ ବିଦ୍ୟାକ୍ଷେତ୍ରରେ ମନ ଦେବେ ନାହିଁ ।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୭

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା:~ ଆଜିର ପ୍ରତ୍ୟୁଷ ଯାତ୍ରା ଓ ବନ୍ଧୁ ମିଳନ, କଳା, ସାହିତ୍ୟ, ସଭାବସମିତିରେ ସମ୍ମାନିତହେବେ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି ।ବନ୍ଧୁମେଳରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । କର୍ମକ୍ଷେତ୍ରରେଆତ୍ମୀୟତାର ସହ କାମ କରିବେ ଏବଂ ବିଜୟ ଲାଭର ସମ୍ଭାବନା ମଧ୍ୟ ରହିଛି । ବିଭିନ୍ନ ପ୍ରକାର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ।

ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୬

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା:~ ବିଚାରବୃଦ୍ଧି, ସହନଶୀଳତା ଓ ଉଦାରକା ଗୁଣରୁ ବନ୍ଧୁ ଗହଣରେ ପ୍ରଶଂସିତ ହେବେ।କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଉଚ୍ଚବର୍ଗଙ୍କ ସାହାର୍ଯ୍ୟଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଡାଇବେଟିସ୍ କିମ୍ବା ଗ୍ୟାଷ୍ଟ୍ରିକ୍ ରୋଗୀମାନଙ୍କ ସକାଶେ ଆଜିର ଦିନଟି ଅନୁକୂଳ ନୁହେଁ।

ଶୁଭ ରଙ୍ଗ ବ୍ରାଉନ୍, ଶୁଭ ଅଙ୍କ ୨

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ଧନୁ:~ ପିଲାଙ୍କ ଅଭିଯୋଗ କୁ ଗୁରୁତର ସହ ବିଚାର କରନ୍ତୁ, ନତୁବା ପରେ ଅନୁତାପକରିବାକୁ ପଡିପାରେ । ଅନୂମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟିକରିପାରେ । ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ଆଜି କର୍ମକ୍ଷେତ୍ରରେସହକର୍ମୀଙ୍କ ସହିତ ଏବଂ ପରିବାରରେ ସାଧାରନ କଥାକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ଶୁଭ

ରଙ୍ଗ ପିଚ୍, ଶୁଭ ଅଙ୍କ ୯

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ଧାର୍ମିକ ହେବେ।

ମକର:~ ସହକର୍ମୀଙ୍କ ବାକି ରହିଥିବା ଟଙ୍କା ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ ।ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ। କଚେରି ମାମଲା ମନ୍ଥର ହୋଇପାରେ।ଧାର୍ମିକ କାର୍ଯ୍ୟ ସମ୍ପାଦନ, ଦେବଦର୍ଶନ ପାଇଁ ଇଚ୍ଛା ଜାଗ୍ରତ ହେବ । ଆପଣ ଖର୍ଚ୍ଚାନ୍ତ ହେବେ ସିନାଆଜି କୌଣସି କାମ ଅଟକିବ ନାହିଁ। ମାଲିମୋକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।

ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୫

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

କୁମ୍ଭ:~ ଆଜି ବ୍ୟବସାୟ, ଆଲୋଚନା, ସଭାସମିତିରେ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ ।କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହାଟିକିଏ ବିଳମ୍ବରେ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରାଥମିକ ସ୍ତରରେ ସମସ୍ୟା ଦେଖାଦେବାରଆଶଙ୍କା ରହିଛି । ଆଜି ଯାହା କରନ୍ତୁ କିମ୍ବା ଯୁଆଡେ ଯାଆନ୍ତୁନା କାହିଁକି ଲାଭବାନ୍ ନିଶ୍ଚିତ ହେବେ ।

ଶୁଭ ରଙ୍ଗ ଧୂସର, ଶୁଭ ଅଙ୍କ ୩

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ:~ କର୍ମାଧିପ ଲାଭଭାବସ୍ଥ ହେତୁ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ ।ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବନାହିଁ । ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ଆଜି ଦିନଟିଆନନ୍ଦର ଦିନ। ଶାରିରୀକ ଅସୁସ୍ଥତା ଦୂର ହେବ। ଆର୍ଥିକ ଉନ୍ନତି ହେବ । ଛାତ୍ରଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ ଦୂର ଯାତ୍ରା କରିବେ।

ଶୁଭ ରଙ୍ଗ ୟେଲୋ, ଶୁଭ ଅଙ୍କ ୬

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

   Related Posts