ପ୍ରଶାସନିକ କ୍ଷେତ୍ରରେ ପ୍ରଶଂସିତ ହେବେ; ଆଶାତୀତ ସଫଳତା ମିଳିବ

Published By : Prameya-News7 Bureau | November 08, 2022 IST

ମେଷ:~ କାମ ହାସଲ ରେ ବନ୍ଧୁଙ୍କ ବାଚନିକ ସାହାର୍ଯ୍ୟ ସହାୟକ ହୋଇପାରେ। ପାରିବାରିକ କ୍ଷେତ୍ରରେକାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ଆପଣ ଆଜି ଯାହା ପାଇବାକୁ ଆଶାକରିଛନ୍ତି ତାହା ସହଜ ଓ ସୁବିଧାରେ ପାଇଯିବେ। ବ୍ୟବସାୟ ବାଣିଜ୍ୟ ଓ ନିର୍ମାଣ ତଥା ପରିବହନସାଧାରଣ ବାଧାପ୍ରାପ୍ତ ହୋଇପାରେ। କଠିନ ଶାରୀରିକ ପରିଶ୍ରମ ଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ:~ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ,କଚେରିମାମଲା, ପରିବହନ ଦିଗରୁ ଲାଭବାନ୍ ହେବେ। ପରିସ୍ଥିତି ଯାହା ହେଉନା କାହିଁକି, ଅନ୍ୟମାନଙ୍କପ୍ରେରଣାରେ ଆଗକୁ ମାଡି ଚାଲିବେ। ଆଲୋଚନା କ୍ଷେତ୍ରରେ ଶେହ ସମୟରେ ନିଷ୍ପତ୍ତିବଦଳାଇବାକୁ ଚାହିଁବେ। ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଅତୀତ ଘଟଣାକୁ କେନ୍ଦ୍ର କରି ପଡୋଶୀଙ୍କ ସହ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~୧

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପରକୁ ଆପଣାର କରିବେ।

ମିଥୁନ:~ ସକାଳୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ। ନିଜ ଲୋକଙ୍କ ଚାଲିଚଳନ ଓ ଆଚାରବ୍ୟବହାରକୁ ବା ପସନ୍ଦ କରିପାରନ୍ତି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବାରଆଶଙ୍କା ରହିଛି । ଆର୍ଥିକ ପରିସ୍ଥିତି ମନ୍ଦ ନ ଥିବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛିଅଂଶରେ ବଢିଚାଲିବ। ଯୁକ୍ତିଯୁକ୍ତ କତା କହି ପ୍ରତ୍ୟେକ କ୍ଷେତ୍ରକୁ ସାଧାରଣ ଅବସ୍ଥାକୁ ଆଣିବାରେ ସମର୍ଥ ହେବେ।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୭ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ:~ ବନ୍ଧୁମାନେ ଠିକ୍ ଖବର ଦେବାକୁ ହେଳା କରିପାରନ୍ତି, ଯାହାକି ଆପଣଙ୍କ ସକାଶେକିଛି ଅସୁବିଧା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବ, ଉଚ୍ଚ ସମ୍ମାନ ଓ ପ୍ରଶଂସାପାଇବେ। ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତିକିଛି ହେବନି। ଆକସ୍ମିକ ଭାବେ କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡିପାରେ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୨

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ:~ ଆଲୋଚନା ପରିସରରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।ସାମାଜିକ ସ୍ତରରେ ବିରୋଧୀମାନେ ମୃଦୁ ଗୁଞ୍ଜଋଚ୍ଚ ସୃଷ୍ଟି କରିପାରନ୍ତି। କିନ୍ତୁ ଉଚ୍ଚ ସ୍ତରରେସାହାର୍ଯ୍ୟ ଓ ସହ-ଯୋଗର ଅବାରିତ ଧାରା ଛୁଟି ଆସିବ। କାର୍ଯ୍ୟ ଦକ୍ଷତା ଓ ସମୟାନୁବର୍ତ୍ତିତା କାରନରୁ କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୩ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

କନ୍ୟା:~ ଆଜି ସକାଳୁ ବନ୍ଧୁଙ୍କ ସାହାର୍ଯ୍ୟରୁ କାର୍ଯ୍ୟ ସିଦ୍ଧି ଘଟିବ। ସ୍ୱାସ୍ଥ୍ୟ ଓ ପିଲାମାନଙ୍କବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଦୀର୍ଘ ଦିନର ଅପୂରଣୀୟଆଶା ମନକୁ ଆନ୍ଦୋଳିତ କରିବ। କର୍ମକ୍ଷେତ୍ରରେ ଅବହେଳା ଯୋଗୁ ଅନ୍ୟର ସାହାର୍ଯ୍ୟନେବାକୁ ବାଧ୍ୟ ହେବ। ଆଜି ଯାନବାହନ, ବିବାଦୀୟ ସ୍ଥାନକୁ ଏକାକୀ ଯାତ୍ରା କରିବା ଠିକ୍ ହେବ ନାହିଁ।

ଶୁଭ ରଙ୍ଗ:~ ଗାଢ ଗ୍ରୀନ୍, ଶୁଭ ଅଙ୍କ:~ ୩

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ସ୍ୱାଭିମାନୀ ହେବେ।

ତୁଳା:~ ସ୍ୱାସ୍ଥ୍ୟ ରେ ଉନ୍ନତି ପରିଲକ୍ଷିତ ହେବା ସହ ପୂର୍ବ ପରିକଳ୍ପିତ ନୂତନ ଗୃହ, ଅନୁଷ୍ଠାନ,ବାଣିଜ୍ୟାରମ୍ଭ ବନ୍ଧୁଙ୍କ ସହ-ଯୋଗ ରେ କରିପାରନ୍ତି। ଆଜି ପୂର୍ବ ସ୍ଥିରୀକୃତଯୋଜନାଯାୟୀ କାର୍ଯ୍ୟ କଲେ ସଫଳ ହେବେ। ଖର୍ଚ୍ଚଭାର ବୃଦ୍ଧି ପାଇଲେ ମଧ୍ୟ ଆବଶ୍ୟକୀୟ ଅର୍ଥବିଭିନ୍ନ ସୂତ୍ରରୁ ପାଇବାରେ ଅସୁବିଧା ହେବ ନାହିଁ। ପ୍ରତ୍ୟୁଷଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା, କଳା, ସାହିତ୍ୟରେ ସମସ୍ୟା ସମାଧାନ ସକାଶେ ବିଳମ୍ବ ଘଟିପାରେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୪

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା:~ ଅଫିସ୍ ରେ କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ ହୋଇପାରେ। ବାହାରକୁ ଯିବା ସମୟକୁଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। ଆର୍ଥିକ ସ୍ଥିତିର ଦୁରବସ୍ଥା ପ୍ରତିଟିକ୍ଷେତ୍ରରେ ଅଗ୍ରଗତି ର ପଥରୋଧ କରିପାରେ। ପାରିବାରିକ ସ୍ଥିତି ପୂର୍ବପରି ରହିବକିନ୍ତୁ ପାରିପାଶ୍ୱିର୍କ ପରିସ୍ଥିତି ଶାନ୍ତ ରହି ନ ପାରେ। ପରିବହନ ରେ ଉନ୍ନତି କରିବେ ଓ ସଭାସମିତି ରେ ପ୍ରଶଂସିତ ହେବେ ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୬

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ଧନୁ:~ ଉପରିସ୍ଥ ସହ-ଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ୱିତ କରିବେ। ଭୁଲ୍ ବୁଝାମଣା,ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମନ ଭଲ ରହିବ ନାହଁ। ପାରିବାରିକ ସମସ୍ୟାକ୍ରମଶଃ ଜଟିଳ ହେତୁ ଭାବପ୍ରବଣତା ବୃଦ୍ଧି ପାଇବ। ସହକର୍ମୀଙ୍କ ଠାରୁ ବୁଲ୍ ଖବର ପାଇସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ନିକଟସ୍ଥ ପଡୋଶୀମାନଙ୍କ ଉପରେ ପୂର୍ଣ୍ଣ ଭରସା କରିବା ପୂର୍ବରୁ ପରଖି ନେବା ଭଲ ହେବ।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୭

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ମକର:~ ବ୍ୟବସାୟିକ କ୍ଷେତ୍ରରେ ନିଜର ବୁଦ୍ଧିବଳ ଖଟାଇ ଅର୍ଥ ଲାଭ କରିବେ। ନୂତନ ବନ୍ଧୁ ସମ୍ପର୍କଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଆଜିର ପ୍ରତ୍ୟୁଷରେ ଯେଉଁ କାମରେବାହାରିଛନ୍ତି ସେଥିରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଉପର ଅଧିକାରୀମାନେ ଆପଣଙ୍କ ସହ-ଯୋଗ ଲୋଡିପାରନ୍ତି। ରପ୍ତାନି କାରବାର, ଏଜେନ୍ସି, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ପ୍ରଶଂସିତ ହେବେ।

ଶୁଭ ରଙ୍ଗ:~ ଗାଢ ଲାଲ୍, ଶୁଭ ଅଙ୍କ:~ ୫

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ସଫଳତା ମିଳିବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

କୁମ୍ଭ:~ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରେ। ଦୂରସମ୍ପର୍କୀୟଙ୍କ ଠାରୁ ସୁଖବର ଆସିବ। ଆଜି ଯେତେ ଭଲ କାମ କଲେ ମଧ୍ୟ ସମାଲୋଚିତହୋଇପାରନ୍ତି। ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ ସକାଶେ ଚେଷ୍ଟା କରିବେ।ମାଲିମୋକଦ୍ଦମା, ଜମିଜମା ବିବାଦ, ଅର୍ଥନୈତିକ କାର୍ଯ୍ୟ, ଯୋଗାଯୋଗ, ଭ୍ରମଣ ପ୍ରଭୃତି କ୍ଷେତ୍ରରେ ଆଶାଜନକ ଫଳ ପାଇବେ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୯

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ମୀନ:~ଭୁଲ୍ ବୁଝାମଣା, ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମନ ଭଲ ରହିବନାହିଁ। କୌଣସି ଆନୁଷ୍ଠାନିକ କର୍ମଭିତ୍ତିରେ ଗୁରୁ ଦାୟିତ୍ୱ ବହନ କରିବାକୁପଡିପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ଆଲୋଚନା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୪

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.