ଆର୍ଥିକ କ୍ଷେତ୍ରରେ ସଫଳତା ପାଇବେ; ଶୁଭ ଖବର ମିଳିବ

Published By : Prameya-News7 Bureau | October 04, 2022 IST

ମେଷ:~ ବିବାଦୀୟ ସ୍ଥିତି ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି।ବହୁ ଦିନରୁ ଥିବା କାର୍ଯ୍ୟରେ ସଫଳତା ପାଇବେ। କର୍ମ କ୍ଷେତ୍ରରେ ସଫଳତା, ଏକ୍ସପର୍ଟ, ଇମ୍ପୋର୍ଟକ୍ଷେତ୍ରରେ ଲାଭବାନ ହେବେ। ନୂତନ ଯାଗା ବାଡି କିଣିବାକୁ ଆଗ୍ରହ ପ୍ରକାଶ କରିବେ। ଆର୍ଥିକ କ୍ଷେତ୍ରରେ ସଫଳତା ପାଇବେ।

ଶୁଭ ରଙ୍ଗ :~ମେରୁନ୍, ଶୁଭ ଅଙ୍କ:~ ୭

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ।

କର୍ମଜୀବି- ପ୍ରମୋସନ୍ ମିଳିବ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

ବୃଷ:~ ଆଜି ବିବାହାଦି ମାଙ୍ଗଳିକ କାମରେ ବ୍ୟସ୍ତ ରହିପାରନ୍ତି। ଉଚ୍ଚ ଶିକ୍ଷା ଲାଭ , ବିଦେଶଭ୍ରମଣ , କର୍ମ କ୍ଷେତ୍ରରେ ସଫଳତା, ସମ୍ମାନ ଲାଭ, ସନ୍ତାନ ମାନଙ୍କର ଉନ୍ନତି ହେବ। ଦୂର ସ୍ଥାନରୁ ଶୁଭ ଖବର ମିଳିବ। ଉତ୍ତରାଧିକାରୀ ସୂତ୍ରେ ଧନ ଲାଭ କରିବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୧

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମିଥୁନ:~ କେତେକ ସାମାନ୍ୟ ଭୁଲରୁ କାମଗୁଡକ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରରଘଟଣାଗୁଡିକୁ ଅସ୍ୱାଭାବିକ ଭାବେ ଚିନ୍ତା କରିବେ। କର୍ମ କ୍ଷେତ୍ରରେ ସଫଳତା ଓ ଚାକିରୀକ୍ଷେତ୍ରରେ ଉନ୍ନତି ହେବ। ଜନ କଲ୍ୟାଣ କାର୍ଯ୍ୟରେ ପ୍ରତିଷ୍ଠା ଲାଭ କରିବେ। ଉପର ହାକିମଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଗୋ ସେବା କରି ଉତ୍ତମ ଫଳ ପାଇବେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୪

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

କର୍କଟ:~ ଧାତୁ ଅଳଙ୍କାର ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସନ୍ତାନ ହେତୁକ ଚିନ୍ତା ଦୂରହେବ। ଶିକ୍ଷା, ବାଣୀଜ୍ୟ, ବୀମା, ପରିବହନ, ଦୂରଦର୍ଶନ, ବ୍ୟବସାୟରେ ଉନ୍ନତି ହେବ। ମାନସିକଚିନ୍ତା ବଢିଯିବ। ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ। ଦିନଟି ମଧ୍ୟମ ରହିବ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୭

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ:~ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ।ପରିବାରରେ ଭୁଲ୍ ବୁଝାମଣା ରୁ ଅଶାନ୍ତ ପରିବେଶ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସଫଳତା ,ଉଦଯୋଗ ସିଦ୍ଧି, ପାରିବାରିକ ସୌଖ୍ୟ ଓ ବ୍ୟବସାୟରେ ଉନ୍ନତି ହେବ। ବିବାଦରେ ଜୟ ଲାଭ କରିବେ। ବହୁ ଦିନରୁ ଥିବା ଯୋଜନା କାର୍ଯ୍ୟକାରୀ କରି ସଫଳ ହେବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୨ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା:~ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ଭୁଲ୍ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦାଶୁଣିବେ। ଯୌଥ କାରବାରରେ ଉନ୍ନତି। ମାତୃ ଶକ୍ତିର କରୁଣା ଲାଭ ସହ ଧନ ଏବଂପାରିବାରିକ ସୌଖ୍ୟ ଲାଭ କରିବେ। ପରିବହନ, ପ୍ରଶାସନ କ୍ଷେତ୍ରରେ ସଫଳତା ମିଳିବ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୯

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା:~ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇଲେ ସଫଳତା ମିଳିବ।ବହୁତ ଦିନରୁ ବାକି ଥିବା କାମରେ ସଫଳତା ପାଇବେ। ବାଣୀଜ୍ୟ କ୍ଷେତ୍ରରେ ଉନ୍ନତି ଓପାରିବାରିକ ସମ୍ପର୍କ ମଧୁର ହେବ। ଗବେଷଣା କ୍ଷେତ୍ରରେ ପିଲାମାନେ ମନ ବଳାଇବେ। ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହିବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୪

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ସତର୍କତାର ଦିନ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ।

ଗୃହିଣୀ- ସୁଖୀ ହେବେ।

ବିଛା:~ ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେଉନ୍ନତି ଏବଂ ନୂତନ ଦ୍ରବ୍ୟ ଲାଭ ହେବ। ରାଜନୀତିରେ ସଫଳତା ପାଇବେ। ପ୍ରଶାସନ, ଶିକ୍ଷା, ଶିଳ୍ପ,ପରିବହନ କ୍ଷେତ୍ରରେ ଅଗ୍ରଗତି କରିବେ। ପିଲାମାନେ ଶିକ୍ଷା ପାଇଁ ସିରିୟସ୍ ହେବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୬

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ:~ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ବିବାଦୀୟ ଘଟଣାରେଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ପାରିବାରିକ ସୌଖ୍ୟ ଲାଭଓ ନୂତନ ଦ୍ରବ୍ୟ ପ୍ରାପ୍ତି ହେବ। ପାରିବାରିକ ସ୍ଥିତି ବଳବାନ ,ପ୍ରଶାସନ କ୍ଷେତ୍ରରେ ସଫଳ ହୋଇପାରନ୍ତି। ମହିଳାମାନେ ଦେବାଦେବୀ ପୂଜାରେ ମନ ଦେବେ।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୧

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର:~ ପାରିବାରିକ କ୍ଷେତ୍ର ବହୁତ ଭଲ ରହିବ।  ଆୟ ଠାରୁ ବ୍ୟୟ ଅଧିକ ହେବ। ଉଚ୍ଚସ୍ତରୀୟବ୍ୟକ୍ତିମାନଙ୍କର ପ୍ରିୟ ହେବେ। ବାଣିଜ୍ୟ, ଜ୍ଞାନ, ଗବେଷଣାରେ ସଫଳତା ପାଇବେ। ବୈଦ୍ୟୁତିକ ଓ ଯାନ୍ତ୍ରିକ ପଦାର୍ଥରୁ ସଫଳତା ମିଳିବ। ପ୍ରେମିକାମାନଙ୍କର ଇଚ୍ଛା ପୂରଣ ହେବ।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୫

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ:~ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିବାଦୀୟ ବ୍ୟକ୍ତି ସାହାର୍ଯ୍ୟ କରିବେ। ଘର କାମରେ ସଫଳତା ପାଇବେ। ବାଣିଜ୍ୟ ବ୍ୟବସାୟରେ ଉନ୍ନତି ଓ ସମସ୍ତ ବାଧା ଦୂରହେବ। ନୂତନ କର୍ମରେ ଯୋଗଦାନ କରିବେ। ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ପଡୋଶୀଙ୍କ ସହସମ୍ପର୍କ ଭଲ ରହିବ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୮

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ।

କର୍ମଜୀବି- ସହଯୋଗ ମିଳିବ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

ଗୃହିଣୀ- ଧାର୍ମିକ ହେବେ।

ମୀନ:~ ଅସାବଧାନତାବଶତଃ ଦବ୍ର‌୍ୟ ନଷ୍ଟ ହୋଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କର୍ମ କ୍ଷେତ୍ରରେ ବହୁ ପରିଶ୍ରମ କରିବେ। ବିବାଦରେ ଜୟ ଲାଭ ହେବ।ପିତାମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ। ଗୃହ ପରିବର୍ତ୍ତନ କରିବେ। ଚାକିରୀ କ୍ଷେତ୍ରରେଉଚ୍ଚ ପ୍ରଶଂସା ପାଇବେ। ଦିନଟି ମଧ୍ୟମ ରହିବ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୩

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.