AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପାରିବାରିକ ସମସ୍ୟା ଲାଗି ରହିବ; ଦୀର୍ଘ ଦିନର ଅପକ୍ଷିତ ଫଳ ମିଳିବ

23/08/2022 at 11:07 PM

ମେଷ:~ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ପରିବାର ଓ କର୍ମକ୍ଷେତ୍ରର ଅସଜଡା କାମକୁ ଆଜି ହିଁ ସଜାଡି ନେବା ପାଇଁ ଚେଷ୍ଟା କରିବେ। ଅର୍ଥ ସଂଗ୍ରହରେ ତତ୍ପରତା ପ୍ରକାଶ କରି ସଫଳତା ପାଇପାରନ୍ତି।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍କୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବୃଷ:~ ସାହାଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଅର୍ଥାଭାବ ହେବ। ପରକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିପାରନ୍ତି। ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~

ଚାଷୀ- ଶ୍ରମ ସାର୍ଥକ ହେବ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ମିଥୁନ:~ ପାରିବାରିକ କ୍ଷେତ୍ରରେ ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଆଜି କୌଣସି ବନ୍ଧୁଙ୍କ ଦେଖିବା ପାଇଁ ମନ ଛଟପଟ ହେବ। କର୍ମକ୍ଷେତ୍ରରେ ଲଘୁକ୍ରୋଧ ଓ କଠୋର ବାକ୍ୟାଳାପରୁ ହାତ ମୁଠାରୁ ସୁଯୋଗ ଖସିଯିବ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତା ମିଳିବ।

ଗୃହିଣୀ- ସୁଖଭାରା ଦିନଟି।

କର୍କଟ:~ ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପାରିବାରିକ ଅସ୍ଥିରତା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ। ବିଶେଷ ପରିଶ୍ରମ ଓ ଅନିଦ୍ରାଜନିତ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ସିଂହ:~ ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ। ଆଜି କର୍ମାରମ୍ଭ ସକାଶେ ସହ ଆଲୋଚନା କରିବେ। ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ ଉପକୃତ ହେବେ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ରୋଗୀ- ସତର୍କତାର ଦିନ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

କନ୍ୟା:~ ବାରମ୍ବାର କାନକୁହା କଥା ଶୁଣି ଆପଣଙ୍କ ପ୍ରିୟ ଲୋକଟିର ମନୋଭାବ ବଦଳିଯାଇପାରେ। ଅନ୍ୟମାନଙ୍କ ସହ ସମ୍ପର୍କ ସ୍ଥାପନକୁ ପରିବାରରେ ବିରୋଧାଭାସ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗିତା ହେତୁ ମାନସିକ ସ୍ଥିତି ଠିକ୍ ରହିବ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~

ଚାଷୀ- ପୋଖରୀ/ଗଡ଼ିଆ କରି ଜଳ ସଞ୍ଚୟ କରନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।

କର୍ମଜୀବି- ସହଯୋଗ ମିଳିବ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ସୁଖ ଅନୁଭବ କରିବେ।

ତୁଳା:~ ବ୍ୟବସାୟରେ ସମସ୍ୟା ଗୁରତର ଆକାର ଧାରଣ କରିବ ଓ କ୍ଷତିରେ ପଡିପାରନ୍ତି। କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ହେଁ ଯୁକ୍ତି ଯୁକ୍ତ କହି କାମ ହାସଲ କରିବେ। ଦୀର୍ଘ ଦିନରୁ କୌଣସି ଦ୍ରବ୍ୟ ଲାଭରୁ ଖୁସୀ ହେବେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବିଛା:~ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ। ନିର୍ଦ୍ଦିଷ୍ଟ ସମୟରେ କାମଟି ପୂର୍ଣ୍ଣାଙ୍କ ନ ହେଲେ ମଧ୍ୟ କିଛି ଅଂଶରେ ଆଗକୁ ବଢି ଚାଲିବ। ପୁଅର ସ୍ୱାସ୍ଥ୍ୟ ସେତେଟା ଭଲ ରହୁ ନ ଥିବା କାରଣରୁ ଚିନ୍ତିତ ରହିବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ରୋଗୀ- ସତର୍କତାର ଦିନ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

ଗୃହିଣୀ- ଧାର୍ମିକ ହେବେ।

ଧନୁ:~ ବିଗତ ଦିନରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ସମାଧାନ ହୋଇଯିବ। ଆରୋଗ୍ୟଲାଭ କରିବା ସହ ନିଜ ଲୋକଙ୍କୁ ଅତି ନିକଟରେ ପାଇ ସବୁ ଦୁଃଖ ଶୋକ ଭୁଲି ଯିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ।

ଗୃହିଣୀ- ଭାଗ୍ୟଶାଳୀ ହେବେ।

ମକର:~ ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ଆଜି ଖର୍ଚ୍ଚ ପରିମାଣ ବଢିଯିବ। ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ।

ଶୁଭ ରଙ୍ଗ:~ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- କରତ୍‌କର୍ମା ହେବେ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ଧାର୍ମିକ ହେବେ।

କୁମ୍ଭ:~ ଆଜିର ଜୀବନଚର୍ଯ୍ୟାରେ ବାଧା ବାଧକତାରେ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଅଭିଳାଷ ସମୟାନ୍ତରେପୂରଣ ହୋଇଯିବ। ଆଜି ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟକଟାଇବେ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ ୨

ଚାଷୀ- ଉତ୍ତମ ଫଳ ପାଇବେ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖୀ ହେବେ।

ମୀନ:~ ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧିପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ବନ୍ଧୁଙ୍କ ପରାମର୍ଶରେ ନୂଆ କାମନ ହାତକୁ ନେବେ। ଏଣେ ଅଫିସ୍ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଭିନ୍ନ ଯୋଜନାର ପରିକଳ୍ପନା କରିବେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ ୪

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

କର୍ମଜୀବି- ପ୍ରମୋସନ୍ ମିଳିବ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

   Related Posts