ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କ ରୁହନ୍ତୁ; ସୌଭାଗ୍ୟଶାଳୀ ହୋଇପାରନ୍ତି

Published By : Prameya-News7 Bureau | August 21, 2022 IST

ମେଷ:~ ସାମ୍ବାଦିକତା, ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ସାହସୀ ଓ ଆସ୍ତିକ ହେବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ସାନଭାଇଙ୍କ ଠାରୁ ଭକ୍ତି ମିଳିବ ।

ଶୁଭ ରଙ୍ଗ କଫି, ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖଭାରା ଦିନଟି।

ବୃଷ:~ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତି ହେବେ ଓ ସଫଳତ ମଧ୍ୟ ପାଇବେ। ନିଜେ କରିଥିବା କାର୍ଯ୍ୟର ସମୀକ୍ଷା କରିପାରନ୍ତି। ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ। ସ୍ୱାଭିମାନୀ , ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ।

ଶୁଭ ରଙ୍ଗ ଗ୍ରୀନ୍ , ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ମିଥୁନ:~ ଅଯଥା ତର୍କ ନ କରି ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି। କାର୍ଯ୍ୟରେ ଉନ୍ନତି ଘଟିବ। ଧନକ୍ଷୟ ହେବାର ସୂଚନା ମିଳୁଛି । ଇର୍ଷା ପରାୟଣ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶାରିରୀକ ଦୁର୍ବଳତା ଅନୁଭବ କରିବେ। ବ୍ୟବସାୟ ଲାଭଜନକ ହେବ।

ଶୁଭ ରଙ୍ଗ ଗ୍ରୀନ୍ , ଶୁଭ ଅଙ୍କ ୬

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

ଚାଷୀ- ଶ୍ରମ ସାର୍ଥକ ହେବ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ।

କର୍କଟ:~ ଆକସ୍ମିକ ଭାବରେ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ। ମନରେ ଉଦ୍‌ବେଗ ଜାତ ହୋଇପାରେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ବଳିଷ୍ଠ ଓ ଶତ୍ରୁଜୟୀ ହେବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ ଶାନ୍ତି ମିଳିବ।

ଶୁଭ ରଙ୍ଗ ଲାଲ୍ , ଶୁଭ ଅଙ୍କ ୩

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ସିଂହ:~ ପରିବାରରେ ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିବାର କରନ୍ତୁ। ମନରେ ଉଦ୍‌ବେଗ ଜାତ ହୋଇପାରେ। ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାକୁ ବ୍ରତଭାବେ ଗ୍ରହଣ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ।

ଶୁଭ ରଙ୍ଗ ଲାଲ୍ , ଶୁଭ ଅଙ୍କ ୧

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

କନ୍ୟା:~ ଆଜିର ପ୍ରତ୍ୟେକ କାମ ଅସ୍ଥିରତା ମଧ୍ୟରେ ଅବ୍ୟବସ୍ଥିତ ରହିବ। ଭାଇ ସହଯୋଗ ପାଇ ତେଜସ୍ମର ହୋଇ ଉଠିବେ। ସୌଭାଗ୍ୟଶାଳୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ଆବଶ୍ୟକତା ଅନୁସାରେ ଅର୍ଥ ନିଅଣ୍ଟ ହେବ।

ଶୁଭ ରଙ୍ଗ ବ୍ରାଉନ୍, ଶୁଭ ଅଙ୍କ ୩ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ଅସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

ଗୃହିଣୀ- ମାନସିକ ଶାନ୍ତି ପାଇବେ।

ତୁଳା:~ ସାମାଜିକ ସ୍ତରରେ ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଚଞ୍ଚଳମନା ହେବେ । ମାତ୍ର ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଅଧିକାଂଶ ସମୟ ଏକାନ୍ତରେ ରହିପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ସାହସୀ ଓ ଜ୍ଞାନୀ ହେବେ ।

ଶୁଭ ରଙ୍ଗ ଲାଲ୍, ଶୁଭ ଅଙ୍କ ୮

ଚାଷୀ- କାର୍ଯ୍ୟ ମନ୍ଥର ହେବ।

ରୋଗୀ-ସତର୍କତାର ଦିନ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖୀ ହେବେ।

ବିଛା:~ ଅଯଥା ତର୍କ ନ କରି ପୁରୁଣା କତାକୁ ବେଶି ଦୋହରାଇବା ଠିକ୍ ହେବନି । ଆର୍ଥିକ ଦୁରବସ୍ଥାରେ ସୁଧାର ଆସିବ । କାର୍ଯ୍ୟ ସିଦ୍ଧି ହେବାର ସୂଚନା ମିଳୁଛି । ଯଶସ୍ୱୀ ହେବେ । ଲୋକପ୍ରିୟତା ବୃଦ୍ଧି ହେବ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ପ୍ରାପ୍ତ ହେବ ।

ଶୁଭ ରଙ୍ଗ ଧୂସର, ଶୁଭ ଅଙ୍କ ୯

ଚାଷୀ- ଶ୍ରମ ସାର୍ଥକ ହେବ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ବିଜୟୀ ହେବେ।

ଗୃହିଣୀ- ଧାର୍ମିକ ହେବେ।

ଧନୁ:~ ଆକସ୍ମିକ ଭାବରେ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ। ଆୟ ବୃଦ୍ଧିର ସୂଚନା ମିଳୁଛି । ସେବା ପୂଜାରେ ମନୋନିବେଶ କରିବେ। ଭାଗ୍ୟଶାଳୀ ହେବେ। ଭୋଗ- ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ।

ଶୁଭ ରଙ୍ଗ ପିଙ୍କ୍, ଶୁଭ ଅଙ୍କ ୩।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ।

ରୋଗୀ- ୟୋଗା କରନ୍ତ।

ଚାଷୀ- କ୍ଳାନ୍ତି ଅନୁଭବ କରିବେ।

ମକର:~ ପରିବାରରେ ପିଲାଙ୍କ ଅଭିଯୋଗ କୁ ଗୁରତ୍ର ସହ ବିଚାର କରନ୍ତୁ। ଦୈନଦିନ କାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ। ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଅଯଥା ଖର୍ଚ୍ଚ କରି ମନସ୍ତାପ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ ।

ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

ଚାଷୀ- କାର୍ଯ୍ୟ ମନ୍ଥର ହେବ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ।

କର୍ମଜୀବି- କରତ୍‌କର୍ମା ହେବେ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

କୁମ୍ଭ:~ ଆଜିର ପ୍ରତ୍ୟେକ କାମ ଅସ୍ଥିରତା ମଧ୍ୟରେ ଅବ୍ୟବସ୍ଥିତ ରହିବ। ସାମାଜିକ ସ୍ତରରେ ଦକ୍ଷତା ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମିତ୍ର ସୁଖ ଲାଭ ଓ ଲୋକପ୍ରିୟତା ଅର୍ଜନ କରିପାରନ୍ତି। ପରମ ସୌଭାଗ୍ୟଶାଳୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। ବିଭିନ୍ନ ଦିଗରୁ ଧନାଗମ ହେବ।

ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୫

ଚାଷୀ- ଶ୍ରମ ସାର୍ଥକ ହେବ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି।

ଗୃହିଣୀ- ମିତ୍ର ସୁଖ ପାଇବେ।

ମୀନ:~ ବାନିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ଆଶା ରହିଛି। କାର୍ଯ୍ୟରେ ପୂର୍ବ ପ୍ରସ୍ତୁତିକୁ ବଦଳାଇ ନୂତନ ପଦକ୍ଷେପ ଗ୍ରହଣ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ।

ଶୁଭ ରଙ୍ଗ ଧଳା,  ଶୁଭ ଅଙ୍କ ୭

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ଆୟୁରର୍ବେଦ ଚିକିତ୍ସା ଲାଭ ଦେବ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

ଗୃହିଣୀ- ମାନସିକ ଶାନ୍ତି ପାଇବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.