ମେଷ – ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିବା ଫଳରେ ବିଳମ୍ବରେ ସଫଳତା ପାଇବେ । ବନ୍ଧୁ ସହାୟତାରୁ ଉପକୃତ ହେବେ । ସ୍ୱଚ୍ଛ ଆୟର ସୂଚନା ମିଳୁଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବୃଷ – ବନ୍ଧୁଟିଏ ପାରିବାରିକ କ୍ଷେତ୍ରର ଅଭିମାନଭରା କଥା କହି ଦୁଃଖ କରିପାରନ୍ତି । ସେବା ଓ ପରୋପକାର ହେତୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ । କାର୍ଯ୍ୟ ସହଜ ସୁଲଭ ହେବ । କୁଳ ଉଦ୍ଧାରକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ମିଥୁନ - ଆଜି ସକାଳୁ ସକାଳୁ ବନ୍ଧୁଙ୍କ ସାକ୍ଷତରୁ କିଛି ପରିମାଣରେ ଉପକୃତ ହୋଇପାରନ୍ତି । ସନ୍ତାନ ହେତୁକ ଚିନ୍ତା ଦୂର ହେବ । କାର୍ଯ୍ୟକୁ ଶୃଙ୍ଖଳିତ କରିପାରନ୍ତି । ଭ୍ରମଣରୁ ସୁଫଳ ମିଳିବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ- ବିଳାସ-ବ୍ୟସନରେ କଟାଇ ପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ- କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ । ଦିନ ଭରି ମନ
ପ୍ରଫୁଲ୍ଲ ରହିବ ଓ ଯେମିତି ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ହେବ ନାହିଁ । ପାରିବାରିକ ଅଶାନ୍ତି
ଦେଖାଦେଇ ପାରେ । ସ୍ୱାଭିମାନୀ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ଗୃହିଣୀ- ପରକୁ ଆପଣାର କରିବେ ।
ସିଂହ – ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ ।
ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟିରେ ସହାୟକ ହୋଇପାରନ୍ତି । ଅନ୍ୟମନସ୍କ ହେଲେ କ୍ଷତିଗ୍ରସ୍ତ ହେବେ । ମିତ୍ର ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କନ୍ୟା – ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯାଇ ପାରେ । ମତାନ୍ତର ଜନିତ
ପାରିବାରିକ ସ୍ତରରେ ଟେନ୍ସନ୍ କିଛି ମାତ୍ରାରେ ବଢିଯିବାର ସୂଚନା ରହିଛି । ଅଭାବ ଦୂର ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
ତୁଳା – ପାରିବାରିକ ଅଶାନ୍ତି କାରଣରୁ ଚିନ୍ତାରେ ମାନସିକ ସ୍ଥିରତା ରହିବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଏବଂ ଜିଦ୍ ରେ ଅଟଳ ରହିବେ । କାର୍ଯ୍ୟ କରିବାକୁ ହେଲେ ପୂର୍ବରୁ ପରାମର୍ଶ ଗ୍ରହଣ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ବିଛା – ଶନିବାର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡିପାରେ । ଆଜିର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ପ୍ରାୟତଃ ସ୍ୱାଭାବିକ ରହିବ । କଳହ ଠାରୁ ଦୂରେଇ ରହିବାକୁ ପଡିବ । ଉଦାର ପ୍ରକୃତିର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ଧନୁ – ଘରର ବରାଦ ଅନୁଯାୟୀ କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରିବେ । କୌଣସି ପରିସ୍ଥିତିରେ ମଧ୍ୟ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଅସୁବିଧାରେ ପଡିପାରନ୍ତି । କାର୍ଯ୍ୟ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମକର – ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁମାନଙ୍କ ସହ ଭୁଲ୍ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିପାରେ । ଧନଲାଭର ସୁଯୋଗ ଅଛି । ସ୍ୱାଧୀନ କିଛି ନ କରି ଅନ୍ୟର ସହାୟତା ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।
କୁମ୍ଭ - ଯେତେ ଭଲ କାମକଲେ ସୁଧା ଭୁଲ୍ ବୁଝାମଣାର ଶିକାର ହେବେ । ନୂତନ ନିଯୁକ୍ତିର ସୂଚନା ବନ୍ଧୁଙ୍କ ନିକଟରୁ ପାଇବାର ଆଶା ରହିଛି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ସାମାନ୍ୟ ଅଧିକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ମୀନ - ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । ବନ୍ଧୁଙ୍କ ସାହାଯ୍ୟ କରି ଆତ୍ମତୃପ୍ତି ଲାଭ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ଚେଷ୍ଟିତ ହେବେ । ନେତ୍ର ପୀଡା ଉପୁଜି ପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।