ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ, ବନ୍ଧୁ ସହାୟତାରୁ ଉପକୃତ ହେବେ

Published By : Prameya-News7 Bureau | October 21, 2022 IST

ମେଷ – ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିବା ଫଳରେ ବିଳମ୍ବରେ ସଫଳତା ପାଇବେ । ବନ୍ଧୁ ସହାୟତାରୁ ଉପକୃତ ହେବେ । ସ୍ୱଚ୍ଛ ଆୟର ସୂଚନା ମିଳୁଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବୃଷ – ବନ୍ଧୁଟିଏ ପାରିବାରିକ କ୍ଷେତ୍ରର ଅଭିମାନଭରା କଥା କହି ଦୁଃଖ କରିପାରନ୍ତି । ସେବା ଓ ପରୋପକାର ହେତୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ । କାର୍ଯ୍ୟ ସହଜ ସୁଲଭ ହେବ । କୁଳ ଉଦ୍ଧାରକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମିଥୁନ - ଆଜି ସକାଳୁ ସକାଳୁ ବନ୍ଧୁଙ୍କ ସାକ୍ଷତରୁ କିଛି ପରିମାଣରେ ଉପକୃତ ହୋଇପାରନ୍ତି । ସନ୍ତାନ ହେତୁକ ଚିନ୍ତା ଦୂର ହେବ । କାର୍ଯ୍ୟକୁ ଶୃଙ୍ଖଳିତ କରିପାରନ୍ତି । ଭ୍ରମଣରୁ ସୁଫଳ ମିଳିବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ- ବିଳାସ-ବ୍ୟସନରେ କଟାଇ ପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

• କର୍ମଜୀବି- ସମ୍ମାନିତ ହେବେ ।

• ବ୍ୟବସାୟୀ- ଅର୍ଥ ହାନୀ ହେବ ।

• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ- କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ । ଦିନ ଭରି ମନ

ପ୍ରଫୁଲ୍ଲ ରହିବ ଓ ଯେମିତି ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ହେବ ନାହିଁ । ପାରିବାରିକ ଅଶାନ୍ତି

ଦେଖାଦେଇ ପାରେ । ସ୍ୱାଭିମାନୀ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

• ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ ।

ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟିରେ ସହାୟକ ହୋଇପାରନ୍ତି । ଅନ୍ୟମନସ୍କ ହେଲେ କ୍ଷତିଗ୍ରସ୍ତ ହେବେ । ମିତ୍ର ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

• ବ୍ୟବସାୟୀ- ବିଜୟୀ ହେବେ ।

• କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

କନ୍ୟା – ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯାଇ ପାରେ । ମତାନ୍ତର ଜନିତ

ପାରିବାରିକ ସ୍ତରରେ ଟେନ୍‌ସନ୍ କିଛି ମାତ୍ରାରେ ବଢିଯିବାର ସୂଚନା ରହିଛି । ଅଭାବ ଦୂର ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

• ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

• କର୍ମଜୀବି- ସମ୍ମାନିତ ହେବେ ।

• ବ୍ୟବସାୟୀ- ଅର୍ଥ ଲାଭ ହେବ ।

• ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – ପାରିବାରିକ ଅଶାନ୍ତି କାରଣରୁ ଚିନ୍ତାରେ ମାନସିକ ସ୍ଥିରତା ରହିବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଏବଂ ଜିଦ୍ ରେ ଅଟଳ ରହିବେ । କାର୍ଯ୍ୟ କରିବାକୁ ହେଲେ ପୂର୍ବରୁ ପରାମର୍ଶ ଗ୍ରହଣ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ବିଛା – ଶନିବାର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡିପାରେ । ଆଜିର କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ପ୍ରାୟତଃ ସ୍ୱାଭାବିକ ରହିବ । କଳହ ଠାରୁ ଦୂରେଇ ରହିବାକୁ ପଡିବ । ଉଦାର ପ୍ରକୃତିର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

• ରୋଗୀ- ସୁସ୍ଥ ଅନୁଭବ କରିବେ ।

• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

• କର୍ମଜୀବି- ସମ୍ମାନିତ ହେବେ ।

• ବ୍ୟବସାୟୀ- ଅର୍ଥ ଲାଭ ହେବ ।

• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ – ଘରର ବରାଦ ଅନୁଯାୟୀ କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରିବେ । କୌଣସି ପରିସ୍ଥିତିରେ ମଧ୍ୟ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଅସୁବିଧାରେ ପଡିପାରନ୍ତି । କାର୍ଯ୍ୟ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମକର – ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁମାନଙ୍କ ସହ ଭୁଲ୍ ବୁଝାମଣା କାରଣରୁ ସମ୍ପର୍କ ହାନି ଘଟିପାରେ । ଧନଲାଭର ସୁଯୋଗ ଅଛି । ସ୍ୱାଧୀନ କିଛି ନ କରି ଅନ୍ୟର ସହାୟତା ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।

• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

• କର୍ମଜୀବି- ପ୍ରଶଂସିତ ହେବେ ।

• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

• ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ - ଯେତେ ଭଲ କାମକଲେ ସୁଧା ଭୁଲ୍ ବୁଝାମଣାର ଶିକାର ହେବେ । ନୂତନ ନିଯୁକ୍ତିର ସୂଚନା ବନ୍ଧୁଙ୍କ ନିକଟରୁ ପାଇବାର ଆଶା ରହିଛି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ସାମାନ୍ୟ ଅଧିକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

• କର୍ମଜୀବି- ଜଳଯାତ୍ରା ମନା ।

• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ - ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । ବନ୍ଧୁଙ୍କ ସାହାଯ୍ୟ କରି ଆତ୍ମତୃପ୍ତି ଲାଭ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ଚେଷ୍ଟିତ ହେବେ । ନେତ୍ର ପୀଡା ଉପୁଜି ପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

• ବ୍ୟବସାୟୀ- ଅର୍ଥ ଲାଭ ହେବ ।

• ଗୃହିଣୀ- ସୁଖ ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.