ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟରେ ନିଆଁ, ଆୟତ୍ତ ପାଇଁ ଲାଗିଛନ୍ତି ଅଗ୍ନିଶମ ସହ ବନ କର୍ମଚାରୀ

16/06/2022 at 7:35 AM

କୋଣାର୍କ ୧୬।୦୬: କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟରେ ଅଗ୍ନିକାଣ୍ଡ । ୧୦ ଏକରରୁ ଉର୍ଦ୍ଧ ଜଙ୍ଗଲ ପୋଡି ପାଉଁଶ ହୋଇଯାଇଛି । ଗ୍ରାମବାସୀ ଓ ଜଙ୍ଗଲ ବିଭାଗ କର୍ମଚାରୀ ମାନେ ନିଆଁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି ।

ଖବର ଅନୁଯାୟୀ,  ବାଲୁଖଣ୍ଡ ଅଭୟାରଣ୍ୟର ରାମଚଣ୍ଡୀ ଓ ଚନ୍ଦ୍ରଭାଗା ନିକଟ ହରିଣ ଚତରା ଠାରେ ଥିବା ଝାଉଁ ଜଙ୍ଗଳରେ ନିଆଁ ଲାଗିଯାଇଥିଲା । ରାମଚଣ୍ଡୀ ଠାରେ ଦୁଇଟି ଦମକଳ ଗାଡି , ଅଗ୍ନିଶମ କର୍ମଚାରୀ ଓ ସ୍ଥାନୀୟ ଲୋକେ ନିଆଁ ଲିଭାଇବା ପାଇଁ ଲାଗିଥିଲେ । ହରିଣ ଚତରା ଜଙ୍ଗଲରେ କୁରୁଜଙ୍ଗ ଗ୍ରାମବାସୀ ଓ ଜଙ୍ଗଲ ବିଭାଗ କର୍ମଚାରୀ ମାନେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି । ତେବେ ଏହି ଅଗ୍ନିକାଣ୍ଡ ଦ୍ୱାରା ଅଭୟାରଣ୍ୟରେ ଥିବା ଜୀବଜନ୍ତୁଙ୍କ ପାଇଁ ବିପଦ ସୃଷ୍ଟି ହୋଇଛି ।

   Related Posts