suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ବାଲୁକା ମୁକ୍ତ ହେବ ବିଶ୍ୱପ୍ରସିଦ୍ଧ ସୂର୍ଯ୍ୟ ମନ୍ଦିର, ୩ ବର୍ଷ ମଧ୍ୟରେ କାମ ସାରିବାକୁ ଲକ୍ଷ୍ୟ

8/09/2022 at 12:39 PM

କୋଣାର୍କ ୦୮।୦୯: ବିଶ୍ୱପ୍ରସିଦ୍ଧ ସୂର୍ଯ୍ୟ ମନ୍ଦିର ହେବ ବାଲୁକା ମୁକ୍ତ । ସୂର୍ଯ୍ୟମନ୍ଦିର ଗର୍ଭଗୃହ ଭିତରୁ କଢାଯିବ ବାଲି । ଦୀର୍ଘ ବର୍ଷ ଧରି ଗବେଷଣା ଓ ଅନୁସନ୍ଧାନ ପରେ ସୂର୍ଯ୍ୟ ମନ୍ଦିରରୁ ବାଲି କାଢିବା ପାଇଁ ଏଏସ୍‌ଆଇ ପକ୍ଷରୁ ନିଷ୍ପତ୍ତି ହୋଇଛି । ଏଥିଲାଗି ପ୍ରଥମ ପ୍ରର୍ଯ୍ୟାୟରେ ମଧ୍ୟ କାମ ଆରମ୍ଭ ହୋଇଛି ।

ସେହିପରି ଏହି କାମକୁ ତିନି ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ବୈଶୟିକ ଜ୍ଞାନ କୌଶଳରେ ଏକ ଘରୋଇ କମ୍ପାନୀ ଦ୍ୱରା ବାଲି ଓ ପଥର କାଢ଼ିବା ପାଇଁ ଏକ ପ୍ଲଟ ଫର୍ମ ନିର୍ମାଣର ASI ପକ୍ଷରୁ ଭୂମି ପୂଜା ହୋଇଛି l

   Related Posts