Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ଗ୍ୟାସ ଭରିବା ସମୟରେ ଫାଟିଲା ସିଲିଣ୍ଡର, ୩ ଗୁରୁତର

5/07/2022 at 10:17 AM

ବଲାଙ୍ଗୀର ୦୫/୦୭: ବଲାଙ୍ଗିର-ଦେଓଗାଁ ବ୍ଲକ ଭୁତିଆର ବାହାଲ କ୍ରସରରେ ଦୁର୍ଘଟଣା । ନାଇଟ୍ରୋଜେନ ଗ୍ୟାସ ଭରିବା ସମୟରେ ଫାଟିଲା ସିଲିଣ୍ଡର । ଫଳରେ ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ୩ ଜଣ ହେଲେ ବିକାଶ ପାତ୍ର, ବାପି ବାଗଡି ଓ ରାଜୀବ ବାଗଡି । ଏମାନଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

   Related Posts