ଅହମ୍ମଦାବାଦ ଭଳି ସାଇନ୍ସ ସିଟି ଭୁବନେଶ୍ବରରେ ହେବ, ସବୁ ଜିଲ୍ଲାରେ ହେବ ସାଇନ୍ସ ପାର୍କ : କୃଷ୍ଣଚନ୍ଦ୍ର ପାତ୍ର

Published By : Prameya-News7 Bureau | May 08, 2025 IST

ଭୁବନେଶ୍ବର ୮: ଭୁବନେଶ୍ବରରେ ହେବ ସାଇନ୍ସ ସିଟି । ଏ ନେଇ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି । ମନ୍ତ୍ରୀ କହିଛନ୍ତି, ଭୁବନେଶ୍ବରରେ ସାଇନ୍ସ ସିଟି ହେବା ନେଇ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି । ସେଥି ଲାଗି ନିକଟରେ ଅହମ୍ମଦାବାଦରେ ଥିବା ସାଇନ୍ସ ସିଟି ଦେଖିବାକୁ ମୁଁ ଯାଇଥିଲି । ସେଭଳି ସାଇନ୍ସ ସିଟି ଓଡ଼ିଶାରେ ପ୍ରତିଷ୍ଠା ହେବ । ସବୁ ଜିଲ୍ଲାରେ ସାଇନ୍ସ ପାର୍କ ହେବ ବୋଲି କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ।


You Can Read:

ରବି ଧାନ ପାଇଁ ପଞ୍ଜୀକରଣ ସରିଛି, ସପ୍ତାହେ ଭିତରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହେବ : ଖାଦ୍ୟ ଯୋଗାଣ ମନ୍ତ୍ରୀ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.