ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ବାଲିଗୁଡା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ

30/03/2019 at 11:30 AM

ବାଲିଗୁଡା ୩୦|୩ : ବାଲିଗୁଡାରେ ପୁଣି ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି । ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଗୋଟିଏ ଗାଈର ମୃତ୍ୟୁ ହୋଇଛି ।  ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତବରଣ ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲାରେ ପୁଣି ମାଓବାଦୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଖମଣଖୋଲ ଗ୍ରାମପଞ୍ଚାୟତ ନିକଟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି । ବିସ୍ଫୋରଣ ଫଳରେ ଗୋଟିଏ ଗାଈର ମୃତ୍ୟୁ ହେବା ସହ ପଞ୍ଚାୟତ କାର୍ଯ୍ୟାଳୟ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଘଟଣା ପରେ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି । ଲୋକମାନେ ସେହି ରାସ୍ତା ଦେଇ ଯିବାକୁ ଭୟ କରୁଛନ୍ତି ।

   Related Posts