ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଚିର ନିଦ୍ରାରେ ପ୍ରସିଦ୍ଧ ଗାୟିକା ଲତା ଘୋଷ, ଘରୋଇ ହସ୍ପିଟାଲରେ ମୃତ୍ୟୁ

8/11/2022 at 12:27 PM

ଭୁବନେଶ୍ୱର ୦୮/୧୧: ଚିର ନିଦ୍ରାରେ ପ୍ରସିଦ୍ଧ ଗାୟିକା ଲତା ଘୋଷ । ସୋମବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଗତ କିଛି ଦିନ ହେବ ସେ କ୍ୟାନ୍ସରରେ ପୀଡ଼ିତ ହୋଇ ଚୋକିତ୍ସିତ ହେଉଥିଲେ ।

ସେ ଆକାଶବାଣୀ କଟକରେ ନିୟମିତ ଗାୟିକା ଭାବେ ଜଣାଶୁଣା ଥିଲେ l ତାଙ୍କର ମୃତ୍ୟୁରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳି ଯାଇଛି l ସକାଳୁ ତାଙ୍କ ବାସଭବନରେ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଛନ୍ତି l

   Related Posts