oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା, ଲଘୁଚାପ ପ୍ରଭାବରେ ନିର୍ଦ୍ଧୁମ ଛେଚିବ

16/08/2022 at 2:24 PM

ଭୁବନେଶ୍ୱର ୧୬/୦୮: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେବି ସକ୍ରିୟ । ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା । ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ଏନେଇ ସୂଚନା ଦେଇଛନ୍ତି । ୧୭,୧୮ ଓ୧୯ ଏହି ତିନିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।

ସୂଚନା ଥାଉକି, ୧୯ ଅଗଷ୍ଟ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷା ସମ୍ଭାବନା । ୧୮ରେ ଉପକୂଳରେ ପ୍ରବଳ ବର୍ଷିବ । ଏହାପରେ ୧୯ରେ ବଢିବ ବର୍ଷାର ପରିମାଣ । ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ।

   Related Posts