AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆନନ୍ଦପୁର: ମହୁମାଛି ଆକ୍ରମଣରେ ୧୫ରୁ ଅଧିକ ଆହତ, ଜାବନ ବଞ୍ଚାଇବାକୁ ଦୌଡିଲେ ଲୋକେ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ହାଇକୋର୍ଟକୁ କଟକରୁ ଭୁବନେଶ୍ବର ସ୍ଥାନାନ୍ତର ଦାବିରେ ଭୁବନେଶ୍ବର ବାର ଆସୋସିଏସନର ଆନ୍ଦୋଳନ

28/09/2018 at 1:35 PM

ଭୁବନେଶ୍ୱର ୨୮/୯ : ହାଇକୋର୍ଟକୁ କଟକରୁ ଭୁବନେଶ୍ବର ସ୍ଥାନାନ୍ତର ଦାବିରେ ଭୁବନେଶ୍ବର ବାର ଆସୋସିଏସନର ଆନ୍ଦୋଳନ । ଦାବି ପୂରଣ ପାଇଁ ରାଜରାସ୍ତାକୁ ଓହ୍ଲାଇଛି ସଂଘ । କଟକ-ପୁରୀ ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି ଆଇନଜୀବୀ । ଟାୟାର ଜାଳି ରାସ୍ତାକୁ ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଛି ଶହ ଶହ ଗାଡି । ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ସଂଘ ଚେତାବନୀ ଦେଇଛି ।

   Related Posts