ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଭଦ୍ରକ ସାଂସଦ ଓ ବିଧାୟକଙ୍କ ଦ୍ୱାରା ରାସ୍ତାର ଉନ୍ନତିକରଣ ପାଇଁ ଭିତ୍ତିପ୍ରସ୍ଥର ସ୍ଥାପନ  

15/06/2022 at 6:14 PM

ଭଦ୍ରକ ୧୫/୦୬ : ପୁରୁଣା ରାସ୍ତାର ଉନ୍ନତିକରଣ ପାଇଁ ଭଦ୍ରକ ବିଧାୟକ ଓ ସାଂସଦଙ୍କ ଦ୍ୱାରା ଭିତ୍ତିପ୍ରସ୍ଥର ସ୍ଥାପନ କରାଯାଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ଥ “ଗଣିଜାଙ୍ଗ ରାମକୃଷ୍ଣପୁର ପୁରୁଣା ରାସ୍ତାର ଉନ୍ନତିକରଣ” ପାଇଁ ୩ କୋଟି ୭୮ଲକ୍ଷ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ଓଲଙ୍ଗ ପଞ୍ଚାୟତ ଅଧିନସ୍ଥ ତେନ୍ତୁଳୀଗଡ଼ିଆରେ ସ୍ଥାପନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ,  ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଉର୍ମିଳା ନାୟକ ଉପସ୍ଥିତ ଥିଲେ। ଏହି ରାସ୍ତାର ଅବସ୍ଥା ବହୁତ ଦିନ ଧରି ଖରାପ ଥିବାରୁ ଲୋକମାନେ ନାହିଁ ନଥିବା ଅସୁବିଧାର ସାମ୍ନା କରୁଥିଲେ। ଏବେ ରାସ୍ତା ସମସ୍ୟା ନିଶ୍ଚୟ ଦୂର ହେବ ବୋଲି ଭଦ୍ରକ ବିଧାୟକ କହିଛନ୍ତି।  

   Related Posts