ଛତ୍ରପୁକ ୦୫।୧୧ -ସମ୍ଭାବ୍ୟ ଭୀଷଣ ବର୍ଷା ଏବଂ ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି । ସମସ୍ତ ସରକାରୀ କର୍ମଚାରୀଙ୍କର ଛୁଟି ବାତିଲ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ।
ପାଣିପାଗ ବିଭାଗ ପୂର୍ବାନୁମାନ ସୂଚନା ଦେବା ପରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।…