Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଶବ ବ୍ୟବଛେଦ ପାଇଁ ଲାଞ୍ଚ ମାଗିବା ପଡିଲା ମହଙ୍ଗା, ଚାକିରୀରୁ ହେଲେ ବିଦା

16/03/2023 at 7:59 AM

ବାରିପଦା ୧୬/୦୩: ରାଇରଙ୍ଗପୁର ହସ୍ପିଟାଲରେ ଶବ ବ୍ୟବଛେଦ ପାଇଁ ଲାଞ୍ଚ ମାଗି ଚାକିରୀରୁ ବିଦା ହେଲେ କର୍ମଚାରୀ । ଲାଞ୍ଚ ନେଉଥିବା ଭିଡିଓ ଭାଇରeଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଠିକା କର୍ମଚାରୀ ଧନ୍ଦ କାରୁଆଙ୍କୁ ଚାକିରୀରୁ ବିଦା କରିଛନ୍ତି ଠିକା ସଂସ୍ଥା କର୍ତ୍ତୃପକ୍ଷ ।

ସୂଚନା ଅନୁଯାୟୀ, ମୃତ ଶିଶୁର ଶବ ବ୍ୟବଛେଦ ପାଇଁ ୮୦୦ ଟଙ୍କାର ଲାଞ୍ଚ ମାଗିଥିଲେ । ଏହାର ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ଉପଖଣ୍ଡ ଚିକିତ୍ସା ଅଧିକାରୀ ପ୍ରମୋଦ କୁମାର ସାହୁ ସୂଚନା ଦେଇଛନ୍ତି ।

   Related Posts