vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ନନ୍ଦନକାନନରେ ଆଫ୍ରିକୀୟ ସିଂହ ମୃତ, ବିଷାକ୍ତ ସାପ ଦଂଶନ ସନ୍ଦେହ

28/05/2022 at 10:27 AM

ବାରଙ୍ଗ ୨୮।୦୫: ନନ୍ଦନକାନନରେ ଆଫ୍ରିକୀୟ ସିଂହର ମୃତ୍ୟୁ । ଖୁଆଡ ଭିତରେ ବିଷାକ୍ତ ସର୍ପ ଦଂଶନ କରିଥିବା ସନ୍ଦେହ କରାଯାଉଛି । ମୃତ୍ୟୁ ପରେ ନନ୍ଦନକାନନରେ ଏବେ ସିଂହ ସଂଖ୍ୟା ୧୬କୁ ହ୍ରାସ ପାଇଛି ।

ଖବର ଅନୁଯାୟୀ, ନନ୍ଦନକାନନର ଖୁଆଡ଼ ନମ୍ବର ୩୦ (ଖ)ରେ ରହୁଥିବା ଆଫ୍ରିକୀୟ ସିଂହର ମୃତ୍ୟୁ ହୋଇଛି । ଖୁଆଡ଼ ଭିତରେ ବିଷାକ୍ତ ସାପର ଦଂଶନରେ ସିଂହର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । କିନ୍ତୁ ଏବେ ଯାଏଁ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।ସିଂହର ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି । ତେବେ ଏବେ ଏହି ଆଫ୍ରିକୀୟ ସିଂହର ମୃତ୍ୟୁ ପରେ ନନ୍ଦନକାନନରେ ମୋଟ ସିଂହ ସଂଖ୍ୟା ୧୬କୁ ହ୍ରାସ ପାଇଛି ।

   Related Posts