ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଜିନ୍ଦଲ ଜମି ଅଧିଗ୍ରହଣକୁ ସ୍ଥାନୀୟ ଗ୍ରାମବାସୀଙ୍କ ବିରୋଧ, ପୋଲିସ ଓ ଆନ୍ଦୋଳନକାରୀ ଧସ୍ତାଧସ୍ତି

26/08/2021 at 10:33 AM

ସୁନ୍ଦରଗଡ ୨୬।୮: ସୁନ୍ଦରଗଡରେ ତେଜୁଛି ଜମି ଅଧିଗ୍ରହଣ ବିରୋଧୀ ଆନ୍ଦୋଳନ । ଜିନ୍ଦଲ ଜମି ଅଧିଗ୍ରହଣକୁ ସ୍ଥାନୀୟ ଗ୍ରାମବାସୀ ବିରୋଧ କରିଛନ୍ତି । ସୁନ୍ଦରଗଡ କୁତ୍ରା ବ୍ଲକ୍‌ରେ ଥିବା ଜିନ୍ଦଲ ସିମେଣ୍ଟର ସମ୍ପ୍ରସାରଣ ଜମି ଅଧିଗ୍ରହଣକୁ ବିରୋଧ କରିଛନ୍ତି ଆନ୍ଦୋଳନକାରୀ । ଫଳରେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖାଦେଇଛି ।

ବିରୋଧ ବେଳେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଠେଲାପେଲା ହୋଇଥିବା ବେଳେ ଧସ୍ତାଧସ୍ତି ହୋଇଛି । ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁୟତନ କରାଯାଇଛି ।

   Related Posts