oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ରାଜଧାନୀରେ ଲୁଟେରାଙ୍କ ଆତଙ୍କ, ଆକ୍ରମଣ କରି ଲୁଟିନେଲେ ନଗଦ ଟଙ୍କା ଓ ସୁନା ଚେନ୍

2/08/2022 at 11:55 AM

ଭୁବନେଶ୍ୱର ୦୨।୦୮:  ରାଜଧାନୀରେ ପୁଣି ଆତଙ୍କ ଖେଳାଇଲେ ଲୁଟେରା । ଏଥର ଟାର୍ଗେଟରେ ରାକ୍ଷୀ ଦୋକାନୀ।  ମରଣାନ୍ତକ ଆକ୍ରମଣ କରି ଲୁଟିନେଲେ ନଗଦ ୨୫ହଜାର ଟଙ୍କା ଏବଂ ସୁନା ଚେନ। ମରଣାନ୍ତକ ଆକ୍ରମଣ ଯୋଗୁ ସଙ୍କଟାପନ୍ନ ଅବସ୍ଥାରେ ରାଖୀ ବ୍ୟବସାୟୀ।

ଖବର ଅନୁଯାୟୀ,  ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ନୀଳାଦ୍ରି ବିହାର ସ୍ଥିତ ମଙ୍ଗଳା ମନ୍ଦିର ନିକଟରେ ରାଖୀ ଦୋକାନୀ ବିକାଶ କୁମାର ଜେନାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଦୋକାନ ବନ୍ଦ କରି ଘରକୁ ଫେରିବା ସମୟରେ ୨ଟି ପଲସର ବାଇକରେ ଚାରି ଜଣ ଦୁର୍ବୁତ୍ତ ପିଛା କରି ଡ଼ିଏଭି ସ୍କୁଲ ସମ୍ମୁଖରେ କରିଥିଲେ ଆକ୍ରମଣ। ବିକାଶଙ୍କୁ ଲହୁଲୁହାଣ କରି ଲୁଟିନେଲେ ଟଙ୍କା ଏବଂ ସୁନା ଚେନ। ଘଟଣାର ସମସ୍ତ ସିସିଟିଭି ଫୁଟେଜ ପୁଲିସର ହସ୍ତଗତ ହୋଇଥିବା ଅପରଧୀଙ୍କୁ ଧରିବା ପାଇଁ ପୁଲିସର ତନାଘନା। ସେପଟେ ଏହିପରି ଘଟଣା ପରେ ରାଖୀ ଦୋକାନୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ମନରେ ଆତଙ୍କ ସୃଷ୍ଟି ହୋଇଛି।

   Related Posts