oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇରାନ ବିମାନରେ ବୋମା ଆତଙ୍କ ପରେ ହାଇଆଲର୍ଟ, ଦିଲ୍ଲୀରେ ଅବତରଣ ଲାଗି ମିଳିଲାନି ଅନୁମତି
  • ||
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ମନ୍ଦିର ତାଲା ଭାଙ୍ଗିଲେ, ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା-ରୂପା ଅଳଙ୍କାର

17/04/2022 at 10:27 AM

ଚଣ୍ଡିଖୋଲ ୧୭।୦୪ : ଗ୍ରାମଦେବତୀ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଚୋରମୁହାଁ ପଞ୍ଚାୟତ ବଡ଼ମଙ୍ଗଳପୁର ଗ୍ରାମଦେବତୀ ମା କରଞ୍ଜେଇଙ୍କ ମନ୍ଦିରରୁ ଚୋରି ହୋଇଛି । ଏନେଇ ଥାନାରେ ଅଭିଯୋଗ ହୋଇଛି ।

ଖବର ଅନୁଯାୟୀ, ରବିବାର ଦିନ ସକାଳ ସମୟରେ ପୂଜା ମନ୍ଦିର ଖୋଲିବାକୁ ଯାଇଥିଲେ । ସେ ଯାଇ ଦେଖନ୍ତି କି, ଗ୍ରାମଦେବତୀଙ୍କ ପାର୍ଶ୍ୱରେ ଥିବା ମୁକ୍ତେଶ୍ୱର ମହାଦେବଙ୍କ ମନ୍ଦିରର ତାଲା ଭଙ୍ଗାଯାଇଛି । ଏଥିସହ ଗ୍ରାମଦେବତୀଙ୍କ ମନ୍ଦିର ତାଲା ଭାଙ୍ଗି ରୂପା ମୁକୁଟ, ହାର, ସୁନା ଚେନ୍‌, ଆଖି ସହ ଗଣେଷଙ୍କ ରୂପା ମୁକୁଟୁ ଚୋରି ହୋଇଛି । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କ ହେବ ବୋଲି ଅନୁମାନ କରାଯାଉଛି । ଶନିବାର ରାତିରେ ଏହି ଲୁଟ୍‌ ହୋଇଥିବା ନେଇ ସନ୍ଦେହ କରାଯାଉଛି । ପରେ ଚୋରି ସଂପର୍କ ଧର୍ମଶାଳା ଥାନାରେ ଲିଖିତ ଭାବେ ଅଭିଯୋଗ ହୋଇଛି । ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ।  

   Related Posts