ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଝରକା ଭାଙ୍ଗି ଘରେ ପଶିଲେ ଦୁର୍ବୃତ୍ତ, ଲକ୍ଷାଧିକ ଟଙ୍କା ସହ ସୁନା-ରୂପା ନେଇଗଲେ ଦୁର୍ବୃତ୍ତ

30/05/2022 at 2:37 PM

ଧର୍ମଗଡ଼ ୩୦।୦୫: ଘରେ ପଶି ଡକାୟତି । କଳାହଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ପଞ୍ଜିଆ ଗାଁରେ ଏପରି ଲୁଟ୍‌ ହୋଇଛି । ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ପଞ୍ଜିଆ ଗାଁରେ କିଶାନ ମେହେରଙ୍କ ଘରେ  ୧୦ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ପଛପଟ ଝରକା ଭାଙ୍ଗି ପଶିଥିଲେ । ଏବଂ କିଶାନ ମେହେର ଓ ତାଙ୍କ ସ୍ତ୍ରୀଙ୍କ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ସହିତ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ । ଯାହାପରେ ଘରେ ଥିବା ୫ଲକ୍ଷ ୩୫  ହଜାର ଟଙ୍କା ସହ ସୁନା ୫ଭରି ଓ ୩୪ ତୋଲା ରୂପା  ଲୁଟି ନେଇଥିବା ଥାନାରେ ଏତଲା ଦିଆଯାଇଛି । ପୋଲିସ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ।

   Related Posts