scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଜୁଆଖେଳ ଚାଲିଥିବା ବେଳେ ଦୁର୍ବୃତ୍ତଙ୍କ ଉତ୍ପାତ, ଫାଙ୍କା ଗୁଳି ଚଳାଇ ଲୁଟି ନେଲେ ଟଙ୍କା ଓ ସୁନା ଗହଣା

8/12/2022 at 10:41 PM

 ସାନଖେମୁଣ୍ଡି, ୦୮/୧୨: ଗଞ୍ଜାମ ଧରାକୋଟରେ ଅଭାବନୀୟ ଘଟଣା । ନେଳିଆବନ୍ଧ ହୁଡାରେ ଜୁଆଖେଳ ଚାଲିଥିବା ବେଳେ ଦୁର୍ବୃତ୍ତଙ୍କ ଉତ୍ପାତ । ୫ ଜଣ ଅଜଣା ଦୁର୍ବୃତ୍ତଙ୍କ ଫାଙ୍କା ଗୁଳି ଚାଳନା କରିଥିବା ଅଭିଯୋଗ ହୋଇଛି । ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ସେମାନଙ୍କ ଠାରୁ ଲୁଟ କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଧରକୋଟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ କାହିଁକି ଏଭଳି ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। ।

   Related Posts