suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଧ୍ୟପ୍ରଦେଶ ମୁରୈନାରେ ଦୁର୍ଘଟଣା, ଏୟାରଫୋର୍ସର ସୁଖୋଇ-୩୦ ଓ ମିରାଜ୍-୨୦୦୦ ଫାଇଟର ଜେଟ୍ କ୍ରାସ୍
  • ||
  • ଜେରୁଜେଲମ୍‌ରେ ପ୍ରାର୍ଥନାସ୍ଥଳରେ ଆତଙ୍କୀ ହମଲା, ଗୁଳିମାଡ଼ରେ ୮ମୃତ
  • ||
  • କେନ୍ଦୁଝର: ବୋଲେରୋ ଓ ଅଟୋ ମୁହାଁମୁହିଁ ଧକ୍କା, ୩ ମୃତ ଗୁରୁତର
  • ||

ନୂଆପଡାରେ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

4/11/2018 at 11:59 AM

ନୂଆପଡା ୪/୧୧ : ନୂଆପଡା ଧରମବନ୍ଧା ଥାନା ପାୱରତୋଲା ଗାଁରେ ଆଜି ସକାଳୁ ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର ହୋଇଛି | ମୃତକ ପ୍ରେମୀଯୁଗଳ ହେଲେ ଶିବ ମାଝୀ ଓ ଅସିତା ମାଝୀ | ତେବେ ସେମାନେ ଦୁଇଜଣ କାହିଁକି ଆତ୍ମହତ୍ୟା କରିଛନ୍ତି ତାର କାରଣ ଜଣାପଡିନାହିଁ | ଘଟଣା ସ୍ଥଳରେ ଧରମବନ୍ଧା ପୋଲିସ ପହଂଚି ମୃତଦେହ ଜବତ କରି ପୋଷ୍ଟ ମର୍ଟମ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି |

   Related Posts