ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଗୁରୁବାରଠୁ ରାଜ୍ୟରେ ବର୍ଷା

ଭୁବନେଶ୍ଵର ୧୪।୧୧ : ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ନିକଟ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଗତି କରି ଘନୀଭୂତ ହେବ। ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗୁରୁବାର ଠାରୁ ରାଜ୍ୟରେ ବର୍ଷା … Continue reading ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଗୁରୁବାରଠୁ ରାଜ୍ୟରେ ବର୍ଷା