ଆସୁଛି ଲଘୁଚାପ, ୧୫ରୁ ବର୍ଷା ସମ୍ଭାବନା: ରାତି ତାପମାତ୍ରାରେ ହେବନି ପରିବର୍ତ୍ତନ

ଭୁବନେଶ୍ୱର ୧୩/୧୧: ଆସନ୍ତା ୧୪ ତାରିଖରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ଲଘୁଚାପ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାରି ପ୍ରଭାବରେ ରାଜ୍ୟରେ ଆସନ୍ତା ୧୫ ତାରିଖରୁ ବର୍ଷା ହେବ । ୧୫ ତାରିଖ ଦିନ ଦକ୍ଷିଣ ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ … Continue reading ଆସୁଛି ଲଘୁଚାପ, ୧୫ରୁ ବର୍ଷା ସମ୍ଭାବନା: ରାତି ତାପମାତ୍ରାରେ ହେବନି ପରିବର୍ତ୍ତନ