oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ ; ୧୭ ଜିଲ୍ଲାକୁ ସତର୍କ ସୂଚନା

16/08/2018 at 3:19 AM

ଭୁବନେଶ୍ୱର ୧୬/୮ : ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ଆଶଙ୍କା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ପୁରୀ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏ ନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଦିଆଯାଇଛି । ଏହି ସମୟରେ ପବନର ବେଗ ବଢିବାର ଆଶଙ୍କା କରିଛି ପାଣିପାଗ ବିଭାଗ । ଗୋପାଳପୁର ବନ୍ଦରରେ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

   Related Posts