ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଘନୀଭୂତ ହେଉଛି ଲଘୁଚାପ : ୬ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା, ୮ରୁ ହୋଇପାରେ ବର୍ଷା

5/11/2019 at 9:13 AM

ଭୁବନେଶ୍ବର ।୧୧: ଘନୀଭୂତ ହେଉଛି ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ୱେଲ୍ ମାର୍କଡ ଲୋ-ପ୍ରେସରରେ ପରିଣତ ହେଲା ଲଘୁଚାପ । ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା । ୬ ଘଣ୍ଟା ଭିତରେ ଅବପାତର ରୂପ ନେବା ଆକଳନ କରାଯାଉଛି ।

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବା ସହ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆଣ୍ଡାମାନରେ ବର୍ଷା ଲାଗି ରହିଛି । ଆଜି ଏନେଇ ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

   Related Posts