ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର ! କିନ୍ତୁ ଘୂର୍ଣ୍ଣିବଳୟ ସକ୍ରିୟ

ଭୁବନେଶ୍ବର ୬।୯: ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର ! କିନ୍ତୁ ଜଡିତ ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କି.ମି. ଯାଏଁ ସକ୍ରିୟ ରହିଛି । ସେପଟେ ମୌସୁମୀ ନିମ୍ନଚାପ ରେଖା ଆଜି ତାର ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ବିକେନାରରୁ ବାହାରି ଗୁନା, ମାଣ୍ଡଲା, ରାଏପୁର ମଧ୍ୟ ଦେଇ ଆନ୍ଧ୍ରପ୍ରଦେଶର କଳିଙ୍ଗାପାଟନମ୍‌ରୁ ଦକ୍ଷିଣ ପୂର୍ବ ଦିଗରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି … Continue reading ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର ! କିନ୍ତୁ ଘୂର୍ଣ୍ଣିବଳୟ ସକ୍ରିୟ