vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଗ୍ୟାସ ସିଲିଣ୍ଡର ଫାଟି ୩ ବେ।ଲବମ୍ ଯାତ୍ରୀ ଗୁରୁତର

18/08/2018 at 6:40 AM

ମାଲକାନଗିରି ୧୮/୮ : ମାଲକାନଗିରିରେ ଗ୍ୟାସ ସିଲିଣ୍ଡର ଫାଟି ୩ ବେ।ଲବମ୍ ଯାତ୍ରୀ ଗୁରୁତର । ଖଇରପୁଟ ନିକଟରେ ବେ।ଲବମ ଯାତ୍ରୀ ରେ।ଷେଇ କରୁଥିବାବେଳେ ସିଲଣ୍ଡରଟି ଫାଟିଯାଇଥିଲା । ଗୁରୁତରଙ୍କୁ କାଲିମେଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏମାନେ ବାଲିମେଳାରୁ ଗୁପ୍ତେଶ୍ବର ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା । ୩ ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ଭଲ ଥିବା ସୂଚନା ମିଳିଛି |

   Related Posts