oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାଉଥ ଷ୍ଟାର ମାଧବନ୍, କହିଲେ କଳିଙ୍ଗ ଷ୍ଟାଡିୟମର ସୌନ୍ଦର୍ଯ୍ୟ ଚତ୍ମକାର

21/07/2022 at 12:52 PM

ଭୁବନେଶ୍ୱର ୨୧/୦୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବଲିଉଡ ତଥା ସାଉଥ ଷ୍ଟାରର ଆର୍ ମାଧବନ । ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ତାଙ୍କ ସହ ତାଙ୍କ ପତ୍ନୀ ଏବ ପୁଅ ମଧ୍ୟ ଉପସ୍ଥିତ ଥିଲେ । ଏହି ସମୟରେ ମାଧବନଙ୍କ ପୁଅ ଭେଦାନ୍ତଙ୍କୁ ତାଙ୍କ ଉପଲବ୍ଧି ପାଇଁ ଶୁଭେଚ୍ଛା ଜଣାଇବା ସହ ସେ ଭାରତ ପାଇଁ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଆଣିବେ ବୋଲି ଆଶା ବ୍ୟକ୍ତ କରିଥିଲେ ମୁଖ୍ୟମନ୍ତ୍ରୀ ।

ମାଧବନ କଳିଙ୍ଗ ଷ୍ଟାଡିୟମରେ ହୋଇଥିବା କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ । ଖେଳାଳୀଙ୍କ ରହିବା ପାଇଁ ଷ୍ଟାଡିୟମରେ ଯେଉଁ ବ୍ୟବସ୍ଥା କରାଯାଇଛି ତାହା ଅତ୍ୟନ୍ତ ଚମତ୍କାର ବୋଲି ମାଧବନ କହିଛନ୍ତି । ଭୁବନେଶ୍ୱରର ପରିବେଶକୁ ପ୍ରଶଂସା କରିବା ସହ ମାଧବନ କହିଛନ୍ତି ଯେ, ଭୁବନେଶ୍ବର ବହୁତ ସଫାସୁତୁରା । ସାକ୍ଷାତ ବେଳେ ମୁଖ୍ୟମନ୍ତ୍ରୀ ମାଧବନ ଏବଂ ତାଙ୍କ ପରିବାରକୁ ଇଣ୍ଡିଆର ଜର୍ସି ପ୍ରଦାନ କରିଥିଲେ ।

ସାକ୍ଷାତ ବେଳେ ମୁଖ୍ୟମନ୍ତ୍ରୀ ମାଧବନ ଏବଂ ତାଙ୍କ ପରିବାରକୁ ଇଣ୍ଡିଆର ଜର୍ସି ପ୍ରଦାନ କରିଥିଲେ । କଳିଙ୍ଗ ଷ୍ଟାଡିୟମରେ ହୋଇଥିବା ସ୍ୱିମିଂ ପ୍ରତିଯୋଗିତାରେ ଅତିଥି ଭାବେ ଯୋଗ ଦେଇଥିଲେ ଆର୍. ମାଧବନ । ତାଙ୍କ ପୁଅ ଭେଦାନ୍ତ ମଧ୍ୟ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ ।

   Related Posts