oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

୫.୬ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ

31/12/2019 at 6:29 PM

ଇସଲାମାବାଦ ୩୧।୧୨ : ପାକିସ୍ତାନରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୬ ରେକର୍ଡ କରାଯାଇଛି । ତେବେ ଭୂକମ୍ପର କେନ୍ଦ୍ରସ୍ଥଳୀ ଗିଲଗିତ ଥିବା ଜଣାପଡିଛି । ଯାହାର ଗଭୀରତା ୪୨କିଲୋମିଟର ବୋଲି କୁହାଯାଉଛି । ଭୂକମ୍ପ ଦ୍ବାରା ଇସଲାମାବାଦ, ଶାଙ୍ଗଳା, ରାଓ୍ବଲପିଣ୍ଡ, ପେଶାଓ୍ବର ଅଞ୍ଚଳରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଭୂକମ୍ପ ଅନୁଭୂତ ହେବା ମାତ୍ରେ କିଛି ଲୋକ ଭୟରେ ଘରୁ ବାହାରକୁ ବାହାରି ପଡିଥିବା ଦେଖିବାକୁ ମିଳିଥିଲା । ତେବେ ଭୂକମ୍ପରେ କୌଣସି ଅଘଟଣର ସୂଚନା ମିଳିନାହିଁ ।

   Related Posts